Saturday, November 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ମନ୍ତ୍ରୀ ସେକ୍‌ ମତଲୁବ୍‌ ଅଲ୍ଲୀଙ୍କ ବିୟୋଗରେ ବାଚସ୍ପତିଙ୍କ ଶୋକ

by Anil Panda
September 24, 2020
in Feature News, State
ପୂର୍ବତନ ମନ୍ତ୍ରୀ ସେକ୍‌ ମତଲୁବ୍‌ ଅଲ୍ଲୀଙ୍କ ବିୟୋଗରେ ବାଚସ୍ପତିଙ୍କ ଶୋକ
254
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ପୂର୍ବତନ ମନ୍ତ୍ରୀ ସେକ୍‌ ମତଲୁବ୍‌ ଅଲ୍ଲୀଙ୍କ ପରଲୋକରେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ଡ. ପାତ୍ର କହିଛନ୍ତି ଯେ ପୂର୍ବତନ ମନ୍ତ୍ରୀ ଓ କଂଗ୍ରେସ ଦଳର ବରିଷ୍ଠ ନେତା ଭାବେ ସ୍ୱର୍ଗତ ଅଲ୍ଲୀଙ୍କ କାର୍ଯ୍ୟଶୈଳୀ ଅତ୍ୟନ୍ତ ଉଚ୍ଚକୋଟୀର ଥିଲା । ଯୁବାବସ୍ଥାରୁ ସେ ଅନେକ ସଂଗଠନ ସହିତ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ । ଜଣେ ନିଷ୍ଠାପର ରାଜନେତା, ଦରଦୀ ମିଷ ଓ ଲବ୍ଧପ୍ରତିଷ୍ଠିତ ସାହିତି୍ୟକ ଭାବେ ସେ ଜନମାନସରେ ସର୍ବଦା ଜୀବିତ ରହିବେ । ଏକାଧିକବାର ବିଧାୟକ ଭାବେ ନିର୍ବାଚିତ ହେବା ତାଙ୍କ ଲୋକପି୍ରୟତାର ପରିଚୟ ଦିଏ । ତାଙ୍କର ନୀତି ଓ ଆଦର୍ଶ ଆଗାମୀ ପିଢ଼ି ପାଇଁ ପ୍ରେରାର ଉତ୍ସ ହୋଇ ରହିବ । ତାଙ୍କର ବିୟୋଗ ରାଜ୍ୟ ପାଇଁ ଏକ ଅପୂରୀୟ କ୍ଷତି । ବାଚସ୍ପତି ଡ. ପାତ୍ର ଦିବଂଗତ ନେତାଙ୍କ ପ୍ରତି ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହିତ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଆନ୍ତରିକ ସମବେଦନା ଜାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!