Saturday, June 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା କାୟାରେ ନୟାଗଡ଼ ସହର : ୨ ଦିନ୍ ସଟ୍‌ଡାଉନ୍‌

by Anil Panda
September 26, 2020
in Nayagarh
ପିଟିଏସ୍‌ରେ ଚାଲିବ ଅସ୍ଥାୟୀ ପରିବା ମାର୍କେଟ୍‌: ଜିଲ୍ଲାପାଳ
1.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହରରେ ମାହାମାରୀ କରୋନା ତାର କାୟା ବିସ୍ତାରୀ ଚାଲିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ନୟାଗଡ଼ ବଜାରକୁ ୨ ସଟ୍‌ଡାଉନ୍ ଘୋଷଣା କରାଯାଇଛି । ଆସନ୍ତା ସୋମବାର ଓ ମଙ୍ଗଳବାର ଅର୍ଥାତ ୨୮ ଓ ୨୯ ତାରିଖ ୨ ଦିନ ପାଇଁ ସଟ୍‌ଡାଇନ୍ ଘୋଷଣା କରାଯାଇଛି । ଗତକାଲି ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଜରୁରୀକାଳିନ ବୈଠକରେ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିୱାକର, ବନଖଣ୍ଡ ଅଧିକାରୀ ଧନରାଜ ଏଚ୍‌ଡି, ଉପଜିଲ୍ଲାପାଳ ଲଗ୍ନଜିତ୍ ରାଉତ, ପୈାରନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା, ଅଗ୍ନିଶମସେବା ଅଧିକାରୀ, ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା, ବଣିକ ସଂଘ ସଭାପତି ଜାନକୀବଲ୍ଲଭ ଜେନା ପ୍ରମୁଖଙ୍କ ଉପସ୍ଥିତିରେ ନୟାଗଡ଼ ଜିଲ୍ଲାର କୋଭିଡ-୧୯ ସ୍ଥିତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା । ସଟଡ଼ାଉନ ସମୟ ମଧ୍ୟରେ ବଜାରକୁ ସଂପୂର୍ଣ୍ଣ ବିଶୋଧିକରଣ କରାଯିବା ସହିତ ଅବଧି ପରେ ବ୍ୟବସାୟୀ ଏବଂ ଗ୍ରାହକମାନେ ମାସ୍କ ପିନ୍ଧିବା ଓ ସମ ଦୁରତା ବଜାୟ ରଖିବାକୁ ନିଶ୍ଚିତ କରାଯାଇଛି । ମାସ୍କ ପିନ୍ଧି ଆସିନଥିବା ଗ୍ରାହକଙ୍କୁ କୈାଣସି ଦ୍ରବ୍ୟ ନଦେବାକୁ କୁହାଯାଇଛି । ଏହାକୁ ଅମାନ୍ୟ କରୁଥିବା ବ୍ୟବସାୟୀଙ୍କ ଉପରେ ୫୦ହଜାର ପର୍ଯ୍ୟନ୍ତ ଜୋରୀମାନା ଘୋଷଣା କରାଯାଇଥିବା ସହିତ ଜୋରୀମାନା ପ୍ରଦାନ ନକଲେ ଦୋକାନକୁ ସବୁଦିନ ପାଇଁ ବନ୍ଦ କରିଦିଆଯିବ ବୋଲି କୁହାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!