Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଡିଓଙ୍କୁ କୋର୍ଟ ଚାଲାଣ

by ସଞ୍ଜୟ ସ୍ୱାଇଁ
August 3, 2024
in Crime, State
ବିଡିଓଙ୍କୁ କୋର୍ଟ ଚାଲାଣ
172
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଭିଜିଲାନ୍ସ ବିଭାଗ ଶୁକ୍ରବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ଏଥିସହ ବିଭାଗ ପକ୍ଷରୁ ତାଙ୍କ ନାଁରେ ମାମଲା(ନଂ.୧୪/୨୦୨୪) ରୁଜୁ କରାଯାଇଛି। ସୂଚନା ଅନୁଯାୟୀ ଗୁରୁବାର ଅପରାହ୍ନରେ ବିଡିଓ କାର୍ତ୍ତିକ ଭବାନୀପାଟଣା ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ହେଉଥିବା ସମୀକ୍ଷା ବୈଠକରେ ଯୋଗଦେଇ ନିଜର ସହକର୍ମୀଙ୍କ ସହ ସରକାରୀ ଗାଡ଼ିରେ କୋରାପୁଟ ଫେରିବା ବେଳେ ଜାରିଙ୍ଗ ଛକଠାରେ ଭିଜିଲାନ୍ସ ଟିମ୍‌ ତାଙ୍କ ଗାଡ଼ିରୁ ୪ ଲକ୍ଷ ୯୨ ହଜାର ଟଙ୍କା ଜବତ କରିଥିଲା। ତେବେ ଏହି ଟଙ୍କା ସମ୍ପର୍କରେ ସେ ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ଫଳରେ ଭିଜିଲାନ୍ସ ଅଧିକାରୀ ସନ୍ଦେହ କରି ପଚରାଉଚରା ପରେ ତାଙ୍କୁ ଗିରଫ କରିଥିଲେ। ଭିଜିଲାନ୍ସ ଅଧିକାରୀଙ୍କ କହିବା ମୁତାବକ, ବିଡିଓ ଅକ୍ଷମିତାଙ୍କ ବିରୋଧରେ ପୂର୍ବରୁ ମଧ୍ୟ ଅଭିଯୋଗ ରହିଛି। କୋଭିଡ୍‌ ଫଣ୍ଡ, ରେଡ୍‌କ୍ରସ ଫଣ୍ଡ ଆଦି ହଡ଼ପ ଅଭିଯୋଗରେ ତାଙ୍କ ବିରୋଧରେ ଦୁଇଥର ବିଭାଗୀୟ ତଦନ୍ତ ହୋଇଛି। ଏପରି କି ପୋଲିସରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!