Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ୟାରିସ ଅଲମ୍ପିକ୍ସ କୁସ୍ତି ସେମିଫାଇନାଲରେ ବିନେଶ ଫୋଗଟ

by ସଞ୍ଜୟ ସ୍ୱାଇଁ
August 6, 2024
in NATIONAL NEWS, Sports
ପ୍ୟାରିସ ଅଲମ୍ପିକ୍ସ କୁସ୍ତି ସେମିଫାଇନାଲରେ ବିନେଶ ଫୋଗଟ
74
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ପ୍ୟାରିସ ଅଲମ୍ପିକ୍ସ କୁସ୍ତି ସେମିଫାଇନାଲରେ ବିନେଶ ଫୋଗଟ । ୫୦ କେଜି ଫ୍ରି ଷ୍ଟାଇଲରେ ସେମିକୁ ହେଲେ ଉର୍ଣ୍ଣୀତ । ୟୁକ୍ରେନର ଓକସାନା ଲିବାଚଙ୍କୁ ୭-୫ ପଏଣ୍ଟରେ ହରାଇ ସେମିରେ କଲେ ପ୍ରବେଶ । ବିନେଶ ଫୋଗଟଙ୍କ ସେମିଫାଇନାଲ ଆଜି ରାତି ୯.୪୫ରେ ହେବ । ତେବେ ଏହି ମ୍ୟାଚ ଜିତିଲେ ସେ ଫାଇନାଲରେ ପ୍ରବେଶ କରିବେ । ସେ କ୍ୱାଟର ଫାଇନାଲରେ ଜାପାନର ସୁସାକିଙ୍କୁ ହରାଇଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!