Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲାଞ୍ଚୁଆ ପୋଷ୍ଟାଲ ଇନ୍ସପେକ୍ଟରଙ୍କୁ ମାଡ଼ି ବସିଲା ସିବିଆଇ

by ସଞ୍ଜୟ ସ୍ୱାଇଁ
August 7, 2024
in Crime, State
ଲାଞ୍ଚୁଆ ପୋଷ୍ଟାଲ ଇନ୍ସପେକ୍ଟରଙ୍କୁ ମାଡ଼ି ବସିଲା ସିବିଆଇ
78
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): ସାର୍ଟିଫିକେଟ କରାଇ ଦେବାକୁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ପୋଷ୍ଟାଲ ଇନ୍ସପେକ୍ଟର ବାବୁ। ମାତ୍ର ଲାଞ୍ଚ ଟଙ୍କା ନେବା ବେଳେ ମାଡ଼ି ବସିଲା ସିବିଆଇ । ସିବିଆଇ ଜାଲରେ ଧରା ପଡ଼ିଥିବା ପୋଷ୍ଟାଲ ଇନ୍ସପେକ୍ଟରଜଣକ ହେଲେ ମୟୂରଭଞ୍ଜ ଉଦଳାର ପୋଷ୍ଟାଲ ଇନ୍ସପେକ୍ଟର ରାଜେନ୍ଦ୍ର ପୃଷ୍ଟି । ଉଦଳା ପୋଷ୍ଟାଲ ସର୍କଲ ଅଧୀନ କୁଶଳଦା ପଥୁରୀକଟା ପୋଷ୍ଟ ଅଫିସର ଜିଡ଼ିଏସ ବିପିଏମ ମଳୟ କୁମାର ବେହେରାଏବେ ଶିକ୍ଷକ ଚାକିରି ପାଇଛନ୍ତି। ଉକ୍ତ ଚାକିରି କରିବା ନିମନ୍ତେ ପୋଷ୍ଟାଲ ବିଭାଗ ପକ୍ଷରୁ ଜିଷ୍ଟ୍ରେଶନ ସହିତ ପୋଷ୍ଟ ୱାର୍କ ଭେରିଫିକେସନ ସାର୍ଟିଫିକେଟର ଆବଶ୍ୟକତା ରହିଥିଲା। ଯେଉଁ ପୋଷ୍ଟ ୱାର୍କ ଭେରିଫିକେସନ ସାର୍ଟିଫିକେଟ ପାଇବା ପାଇଁ ବିପିଏମ ମଳୟ କୁମାର ବେହେରା ଉଦଳା ପୋଷ୍ଟାଲ ଇନ୍ସପେକ୍ଟରଙ୍କ ନିକଟରେ ପହଞ୍ଚିଥିଲେ। ହେଲେ ସାର୍ଟିଫିକେଟ ଦେବା ନିମନ୍ତେ ପୋଷ୍ଟାଲ ଇନ୍ସପେକ୍ଟର ରାଜେନ୍ଦ୍ର କୁମାର ପୃଷ୍ଟି ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଗତକାଲି ସନ୍ଧ୍ୟାରେ ନିଜ ଭଡା ବାସଭବନ ନିକଟରେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ରାଜେନ୍ଦ୍ର ପୃଷ୍ଟିଙ୍କୁ ମାଡି ବସିଥିଲା ସିବିଆଇ ଆଣ୍ଟିକରପସନ ଟିମ। ଧରା ପଡିବା ପରେ ପୋଷ୍ଟାଲ ଇନ୍ସପେକ୍ଟର ଘଟଣାସ୍ଥଳରେ ଟଙ୍କା ଫୋପାଡ଼ି ଦେଇ ଖସି ଯିବାକୁ ଉଦ୍ୟମ କରିଥିଲେ, ହେଲେ ସିବିଆଇ ତାଙ୍କୁ କାବୁ କରି ଦେଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!