Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ୬୮ ଆକ୍ରାନ୍ତ, ମୋଟ ୪୭୦୪

by Anil Panda
September 29, 2020
in Feature News
ଜିଲ୍ଲାରୁ ଆଜି ୮ ଆକ୍ରାନ୍ତ, ଦଶପଲ୍ଲାରୁ ୫
469
VIEWS
Share on FacebookShare on Twitter

ଦ୍ୱିତୀୟ ଦିନରେ ବଜାର ବନ୍ଦ

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ଏବେ ଭୟାନକ ସ୍ଥିତିରେ ପହଂଚି ସାରିଛି । ଆଜି ନୟାଗଡ଼ ଜିଲ୍ଲାରୁ ଆଜି ୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଫଳରେ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୪୭୦୪ ବୋଲି ଜଣାଯାଇଛି । ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୨୯ ତାରିଖ ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୦୪୧ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୨୦ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ୨ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି । ଅନ୍ୟପକ୍ଷେ, ନୟାଗଡ ଜିଲ୍ଲାରେ କରୋନା ମହାମାରୀ କାୟା ବିସ୍ତାରି ଚାଲିଥିବା ବଣିକ ସଂଘ ନୟାଗଡ଼ ମାର୍କେଟକୁ ସଂମ୍ପୂର୍ଣ୍ଣ ବିଶୋଧନ କରିବା ପାଇଁ ଅନୁରୋଧ କରିଥିଲା । ଏଥିପାଇଁ ଆଜି ଦ୍ୱିତୀୟ ଦିନ ବଜାର ବନ୍ଦ ରହିଛି । ସହରରେ କାଁ ଭାଁ ଗାଡ଼ି ମୋଟର ଚାଲୁଥିବା ବେଳେ କେବଳ ସରକାରୀ କାର୍ଯ୍ୟାଳୟ ଓ ବ୍ୟାଙ୍କ ଖୋଲା ରହିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!