Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସକ୍ରିୟ ହେବ ଯୁବ ବିଜେଡି : ଓଡ଼ଗାଁରେ ଅର୍ଜ୍ଜୁନ, ଭାପୁରରେ ସୁଶାନ୍ତ ସଭାପତି

by Anil Panda
September 30, 2020
in Nayagarh
ସକ୍ରିୟ ହେବ ଯୁବ ବିଜେଡି :  ଓଡ଼ଗାଁରେ ଅର୍ଜ୍ଜୁନ, ଭାପୁରରେ ସୁଶାନ୍ତ ସଭାପତି
2.1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବିଜୁ ଜନତା ଦଳକୁ ଆହୁରି ସକ୍ରିୟ ଏବଂ ଲୋକଙ୍କ ନିକଟତ୍ତର କରିବାକୁ ଜିଲ୍ଲା ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ସାହୁ, ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ସମେତ ଖଣ୍ଡପଡ଼ା, ରଣପୁର ବିଧାୟକ ଏବଂ ସାଂସଦମାନେ ଅହରହ ସଂଗ୍ରାମ କରୁଥିବା ବେଳେ ଯୁବ ସଂଗଠନକୁ ମଜବୁତ କରିବା ନେଇ ପୁଣି ଥରେ ରମେଶ କୁମାର ସାହୁଙ୍କ ଉପରେ ଦଳ ଆସ୍ଥା ପ୍ରକଟ କରିଛି । ଦାୟିତ୍ୱ ମିଳିବାର ଦୁଇ ଦିନ ମଧ୍ୟରେ ସାଂଗଠନିକ କାର୍ଯ୍ୟକୁ ତ୍ୱରାନ୍ୱିତ କରିଥିବା ଜିଲ୍ଲା ଯୁବ ବିଜେଡି ସଭାପତି ରମେଶ ଭାପୁର ଏବଂ ଓଡ଼ଗାଁ ସଂଗଠନ ପାଇଁ ଦାୟିତ୍ୱ ବଣ୍ଟନ କରିଛନ୍ତି । ଓଡ଼ଗାଁ ପାଇଁ ଅର୍ଜ୍ଜୁନ ସାହୁଙ୍କୁ ବ୍ଲକ ସଭାପତି ଭାବେ ଚୟନ କରିଥିବା ବେଳେ ଭାପୁର ବ୍ଲକ ସଭାପତି ଭାବେ ସୁଶାନ୍ତ କୁମାର ସାହୁଙ୍କୁ ଦାୟିତ୍ୱ ଦେଇଛନ୍ତି । ସେହିଭଳି ଭାବେ ଓଡ଼ଗାଁ ଏନ୍‌ଏସି ଯୁବ ସଭାପତି ଭାବେ ପ୍ରଭାତ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!