Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଙ୍କଡ଼ା ବୋଝେଇ ଟ୍ରାକ୍ଟର ଜବତ

by ସଞ୍ଜୟ ସ୍ୱାଇଁ
August 11, 2024
in Crime, Nayagarh, State
ମାଙ୍କଡ଼ା ବୋଝେଇ ଟ୍ରାକ୍ଟର ଜବତ
331
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ପୁଲିସ ପକ୍ଷରୁ ଚଢ଼ଉ କରାଯାଇ ଏକ ମାଙ୍କଡା ବୋଝେଇ ଟ୍ରାକ୍ଟରକୁ ଜବତ କରାଯାଇଛି । ରାଜସୁନାଖଳା ଫାଣ୍ଡି ପକ୍ଷରୁ ପେଟ୍ରୋଲିଂ କରୁଥିବା ସମୟରେ ଗୁଣ୍ଡୁରିଆ ଠାରେ ଏକ ମାଙ୍କଡା ବୋଝେଇ ଟ୍ରାକ୍ଟର ପୁଲିସକୁ ଦେଖି ଖସି ଯିବାକୁ ଚେଷ୍ଟା କରୁଥିବା ସମୟରେ ପୁଲିସ ମାଡ଼ି ବସିଥିଲା । ଓଡି୦୨-ବିକେ-୫୩୧୨ ଟ୍ରାକ୍ଟରଟିକୁ ପୁଲିସ ଅଟକ ରଖିଛି । ରଣପୁର ଥାନାରେ କେସ ନଂ-୨୯୫/୨୪ ରେ ମାମଲା ରୁଜୁ କରାଯାଇଥିବା ସୁନାଖଳା ଫାଣ୍ଡି ଅଧିକାରୀ ଜ୍ୟୋତିପ୍ରକାଶ ମହାନ୍ତି ସୁଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!