Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ସରକାର ଡକାଇଛନ୍ତି ପ୍ରଥମ କୁଳପତି ବୈଠକ

by ସଞ୍ଜୟ ସ୍ୱାଇଁ
August 13, 2024
in Education, State
ନୂଆ ସରକାର ଡକାଇଛନ୍ତି ପ୍ରଥମ କୁଳପତି ବୈଠକ
36
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନୂଆ ସରକାର ପ୍ରଥମ ଥର ପାଇଁ ଡକାଇଛନ୍ତି କୁଳପତି ବୈଠକ। ଆଜି ଦିନ ୧୧.୩୦ ରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ । କୁଳପତିମାନଙ୍କ ସମେତ ରେଜିଷ୍ଟ୍ରାର, କଲେଜ ଅଧ୍ୟକ୍ଷ ଓ ଶିକ୍ଷାବିତମାନେ ଯୋଗ ଦେବେ । ଏଥିରେ ଜାତୀୟ ଶିକ୍ଷା ନୀତି ପ୍ରଣୟନ ନେଇ ଆଲୋଚନା ହେବ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନଲାଇନରେ ଯୋଗ ଦେଇ ପାରନ୍ତି । ଓଡ଼ିଶାରେ ଏନ୍ଇପି-୨୦୨୦ କିପରି ଲାଗୁ କରାଯିବ, ସେନେଇ ଉଚ୍ଚଶିକ୍ଷା ବିଭାଗ ଏହି ଉଚ୍ଚସ୍ତରୀୟ ବୈଠକ ଡାକିଛି । ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ହେବାକୁ ଥିବା ବୈଠକରେ ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟର କୁଳପତି, ପିଜି କାଉନସିଲ୍ ଅଧ୍ୟକ୍ଷ, ପରୀକ୍ଷା ନିୟନ୍ତ୍ରକ, ସ୍ବୟଂଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ଯୋଗ ଦେବେ। ଏନ୍ଇପିରେ କେଉଁ ସବୁ ସୁବିଧା ରହିଛି, ଓଡ଼ିଶାରେ ଲାଗୁ କରିବାକୁ କେତେ ପ୍ରସ୍ତୁତ, କେଉଁ ଶିକ୍ଷା ବର୍ଷରୁ ୟୁଜି କିମ୍ବା ପିଜିରେ ନୂଆ ବ୍ୟବସ୍ଥା ଲାଗୁ କରାଯାଇ ପାରିବ ଆଦି ବିଷୟରେ ଏହି ବୈଠକରେ ମତାମତ ନିଆଯିବ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!