Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍, ଜୋରିମାନା ଲକ୍ଷେ

by ସଞ୍ଜୟ ସ୍ୱାଇଁ
August 14, 2024
in Crime, State
ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍, ଜୋରିମାନା ଲକ୍ଷେ
82
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଜଣେ ନାବଳିକାଙ୍କୁ ଦୁଷ୍କର୍ମ କରିଥିବା ସୁମନ୍ତ ମିର୍ଦ୍ଧାଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇବା ସହିତ ୧ ଲକ୍ଷ ଟଙ୍କା ଜୋରିମାନା କରିଛନ୍ତି ସମ୍ବଲପୁରର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ। ୨୦୨୦ ମସିହା ଏପ୍ରିଲ ୧ ତାରିଖରେ ସମ୍ବଲପୁର ଜିଲ୍ଲାର ଶାସନ ଥାନା ଅନ୍ତର୍ଗତ ଏକ ଗାଁରେ ଏହି ଘଟଣା ଘଟିଥିଲା। ରାତିରେ ନାବାଳିକା ଜଣଙ୍କ ଘରେ ଶୋଇଥିବା ବେଳେ ସୁମନ୍ତ ତାଙ୍କୁ ଉଠାଇ ଆଣି ଦୁଷ୍କର୍ମ କରିଥିଲା। ନାବାଳିକା ଜଣଙ୍କ ଘଟଣା ସଂପର୍କରେ ତାଙ୍କ ପରିବାର ଲୋକଙ୍କୁ କହିଥିଲେ। ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ କରି ପୁଲିସ୍ ସୁମନ୍ତ ମିର୍ଦ୍ଧାଙ୍କୁ ଗିରଫ କରିଥିଲା। ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଆଧାରଣ କରି ସମ୍ବଲପୁରର ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ଦଣ୍ଡାଦେଶ ଶୁଣାଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!