Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବର୍ଜ୍ୟବସ୍ତୁ ପ୍ରକଳ୍ପ ପରିଦର୍ଶନ କଲେ ଅତିରିକ୍ତ ଜିଲ୍ଲାପାଳ

by Anil Panda
October 2, 2020
in Nayagarh
ବର୍ଜ୍ୟବସ୍ତୁ ପ୍ରକଳ୍ପ ପରିଦର୍ଶନ କଲେ ଅତିରିକ୍ତ ଜିଲ୍ଲାପାଳ
188
VIEWS
Share on FacebookShare on Twitter

ଖଣ୍ଡପଡ଼ା, (ବାଘୁଆବାର୍ତ୍ତା): ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ ଗୁରୁବାର ମଧ୍ୟାହ୍ନରେ ଖଣ୍ଡପଡ଼ା ଏନଏସି ପକ୍ଷରୁ ୧ନଂ ୱାର୍ଡ ଅଧିନ କରଡ଼ାବଣି ଗ୍ରାମ ନିକଟରେ ୭୫ ଲକ୍ଷରୁ ଉର୍ଦ୍ଧ ଟଙ୍କା ବ୍ୟୟରେ ନିର୍ମାଣଧିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିବା ଜଣାଯାଇଛି । ଆଗାମୀ ଦିନରେ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପରୁ କିଭଳି ବର୍ଜ୍ୟବସ୍ତୁ ଓ ଜୈବିକ ସାର ପ୍ରସ୍ତୁତ କରାଯିବ ସେ ସଂପର୍କରେ ଏନଏସି କର୍ମଚାରୀମାନେ ପ୍ରଦର୍ଶନ କରିଥିଲେ । ଏ ଅବସରରେ ପ୍ରକଳ୍ପ ପରିସରକୁ ସବୁଜ ସୁନ୍ଦର କରି ଗଢ଼ି ତୋଳିବା ପାଇଁ ପ୍ରଶାସନିକ ଅଧିକାରୀମାନେ ସେଠାରେ କିଛି ଚାରା ରୋପଣ କରିଥିଲେ । ଅତିରିକ୍ତ ଜିଲ୍ଲାପାଳଙ୍କ ସହ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ଇତିଶ୍ରୀ ଷଡଙ୍ଗୀ ବିଡିଓ, ଏନଏସି କନିଷ୍ଠଯନ୍ତ୍ରୀ ଓ କର୍ମଚାରୀମାନେ ପ୍ରକଳ୍ପ ପରିସରରେ ଉପସ୍ଥିତ ଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!