Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ଅଲଗା ହେବ ଯୁକ୍ତ ୨ ଓ ଯୁକ୍ତ ୩ ମହାବିଦ୍ୟାଳୟ

by ସଞ୍ଜୟ ସ୍ୱାଇଁ
August 15, 2024
in Education, State
ରାଜ୍ୟରେ ଅଲଗା ହେବ ଯୁକ୍ତ ୨ ଓ ଯୁକ୍ତ ୩ ମହାବିଦ୍ୟାଳୟ
204
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଥିବା ସମସ୍ତ ଯୁଗ୍ମ ମହାବିଦ୍ୟାଳୟରୁ ଯୁକ୍ତ ୨ ଓ ଯୁକ୍ତ ୩ ଅଲଗା ହେବ । ଏନେଇ ଗୁରୁବାର ମାଲକାନଗିରି ଜିଲ୍ଲା ଗସ୍ତରେ ଥିବା ଜିଲ୍ଲା ପ୍ରଶାସନର ସମୀକ୍ଷା ବୈଠକରେ ସୂଚନା ଦେଇଛନ୍ତି କ୍ରୀଡା଼ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ଯୁକ୍ତ ୩ କଲେଜରେ ଶିକ୍ଷାର ମାନ ବୃଦ୍ଧି ପାଇଁ ଏଭଳି କରିବା ଅତ୍ୟନ୍ତ ଜରୁରୀ ବୋଲି କହିଛନ୍ତି କ୍ରୀଡ଼ା ମନ୍ତ୍ରୀ । ଆଜି ସ୍ୱାଧୀନତା ଦିବସ ଅବସରରେ କ୍ରୀଡ଼ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସମସ୍ତ ଯୁଗ୍ମ ମହାବିଦ୍ୟାଳୟରୁ ଯୁକ୍ତ ୨ ଓ ଯୁକ୍ତ ୩ ଅଲଗା ହେବ ବୋଲି ସେ କହିଛନ୍ତି । ପୂର୍ବ ସରକାରରେ ଏହା ନିଷ୍ପତ୍ତି ହୋଇ ଥିଲେ ହେଁ ଏହା କାର୍ଯ୍ୟକାରୀ ହୋଇନାହିଁ। ଏଥିପାଇଁ ଆବଶ୍ୟକ ଜାଗା ଓ ଆବଶ୍ୟକ ଭିତ୍ତିଭୂମି ମୋହନ ସରକାର ଯୋଗାଇ ଦେବେ । ଏହି ସମୟରେ କଲେଜ ପାଠପଢାକୁ ନେଇ ଏହି ବଡ଼ ମନ୍ତବ୍ୟ ଦେଇଛନ୍ତି ମନ୍ତ୍ରୀ । ମାଲକାନଗିରିରେ ୭୮ତମ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇ କଲେଜ ପାଠପଢ଼ାକୁ ନେଇ ଏଭଳି ମନ୍ତବ୍ୟ ଦେଇଛନ୍ତି ମନ୍ତ୍ରୀ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!