Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ୩ ଜଣଙ୍କ କରୋନା ମୃତ୍ୟୁ, ୩ ଦିନରେ ୮ ମୃତ

by Anil Panda
October 2, 2020
in Nayagarh
ନୟାଗଡ଼ ପୈାରାଞ୍ଚଳରୁ ପୁଣି ୪ ଆକ୍ରାନ୍ତ ଚିହ୍ନଟ, ଜିଲ୍ଲାରୁ ଜଣେ ସୁସ୍ଥ
670
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ରାଜ୍ୟରେ ଆଜି ୩୬୦୦ ଜଣ ଆକ୍ରାନ୍ତ ଏବଂ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏଥିରେ ନୟାଗଡ଼ ଜିଲ୍ଲାରୁ ୭୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୩ ଜଣଙ୍କ କରୋନା ମୃତ୍ୟୁ ଘଟିଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏମାନଙ୍କ ମଧ୍ୟରେ ଜଣେ ୭୬ ବର୍ଷିୟ ପୁରୁଷ ବ୍ୟକ୍ତି ରହିଥିବା ବେଳେ ସେ ଡାଇବେଟିସ୍ ଆକ୍ରାନ୍ତ ଥିବା ଜଣାଯାଇଛି । ସେହିଭଳି ଭାବେ ଅନ୍ୟ ଜଣେ ବ୍ୟକ୍ତି ୬୨ ବର୍ଷିୟ ପୁରୁଷ ବୋଲି ଜଣାଯାଇଥିବା ବେଳେ ଜଣେ ୫୨ ବର୍ଷିୟା ମହିଳା ଡାଇବେଟିସ୍ ଆକ୍ରାନ୍ତ ଥିବା ବେଳେ କରୋନା ମୃତ୍ୟୁ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏହି ବ୍ୟକ୍ତିଙ୍କ ମୃତ୍ୟୁକୁ ମିଶାଇ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୨୮ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି । ଜିଲ୍ଲାରୁ ଲଗାତର ଭାବେ ୩ ଦିନରେ ୮ ଜଣଙ୍କ ମୃତ୍ୟୁ ରାଜ୍ୟ ସରକାର ଘୋଷଣା କରିଛନ୍ତି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!