Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୀର୍ଘବର୍ଷ ବିତିଲା ଟାଙ୍କିରୁ ମିଳିଲା ନାହିଁ ପାଣି

by Anil Panda
October 2, 2020
in Nayagarh
ଦୀର୍ଘବର୍ଷ ବିତିଲା ଟାଙ୍କିରୁ ମିଳିଲା ନାହିଁ ପାଣି
728
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ କୋମଣ୍ଡ ପଂଚାୟତରେ ଜଳ ଓ ପରିମଳ ବିଭାଗ ଦ୍ୱାର ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ଏକ ଓଭରହେଡ୍ ଟାଙ୍କି ନିର୍ମାଣ କରାଯାଇଥିଲା । ଏହି ଟାଙ୍କି ନିର୍ମାଣକୁ ୩ ବର୍ଷ ବିତି ସାରିଥିବା ବେଳେ ଏହାକୁ ଆଜି ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ କରାଯାଇ ନାହିଁ । କୋମଣ୍ଡ ସରପଂଚ ସୁଶାନ୍ତ ଦଳେଇ ଏନେଇ ବାରମ୍ବାର ବିଭାଗକୁ ଅବଗତ କରିଥିଲେ ମଧ୍ୟ ବିଭାଗ ପକ୍ଷରୁ ବିଭିନ୍ନ ଆଳ ଦେଖା ଯାଇ ଦିନ ଗଡ଼ା ଚାଲିଥିବା ସୂଚନା ମିଳିଛି । ଯଥାଶୀଘ୍ର ଏହାକୁ କାର୍ଯ୍ୟକ୍ଷମ କରିବାକୁ ଅଂଚଳବାସୀ ଦାବି କରୁଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!