Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟର ପ୍ରଥମ ଆରୋଗ୍ୟ ଜନସେବା କେନ୍ଦ୍ର ଉଦ୍‌ଘାଟିତ

by Anil Panda
October 2, 2020
in Nayagarh
ରାଜ୍ୟର ପ୍ରଥମ ଆରୋଗ୍ୟ ଜନସେବା କେନ୍ଦ୍ର ଉଦ୍‌ଘାଟିତ
1.1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପିପିପି ମୋଡ୍‌ରେ ପରିଚାଳିତ ଆରୋଗ୍ୟ ଜନସେଚା କେନ୍ଦ୍ର ଆଜି ଜିଲ୍ଲା ସଦରମହକୁମାରେ ଉଦ୍‌ଘାଟିତ ହୋଇଯାଇଛି । ନୟାଗଡ଼ ଖଣ୍ଡପଡ଼ା ରୋଡ଼ରେ ଏହି କେନ୍ଦ୍ରକୁ ସଂସ୍ଥାର ନିର୍ଦ୍ଦେଶକ ସାମନ୍ତ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟନ୍ କରିଥିବା ବେଳେ ଏହି ଅବସରରେ ନୟାଗଡ଼ ଜିଲ୍ଲା ଶାଖା ମୁଖ୍ୟ ଅଖିଳ ମହାରଣା, ପୂର୍ଣ୍ଣଚନ୍ଦ ସେନାପତି ପ୍ରମୂଖ ଯୋଗ ଦେଇ ଏହାର ଆଭିମୁଖ୍ୟ ସଂମ୍ପର୍କରେ ଲୋକଙ୍କୁ ସଚେତନ କରିଥିଲେ । ଏହା ଦ୍ୱାରା କିଭଳି ଜନସାଧାରଣ, ବିପିଏଲ୍ ତଥା ରାସନ୍ କାର୍ଡ଼ ଧାରୀ ଏବଂ ବରିଷ୍ଠ ନାଗରିକମାନେ ଉପକାର ଲାଭ କରିବେ ସେ ନେଇ ଆଲୋଚନା ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସହରର ବହୁ ବରିଷ୍ଠ ନାଗରିକ ଏବଂ ସାମ୍ବାଦିକ ଯୋଗ ଦେଇଥିଲେ । ଏହି ଆରୋଗ୍ୟ ଜନସେବା କେନ୍ଦ୍ରଟି ରାଜ୍ୟରେ ପ୍ରଥମ ବୋଲି ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!