Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଶ୍ରୟରେ ରକ୍ତଦାନ ଶିବିର, ୩୦ ୟୁନିଟ୍ ସଂଗୃହିତ

by Anil Panda
October 2, 2020
in Nayagarh
ଆଶ୍ରୟରେ ରକ୍ତଦାନ ଶିବିର, ୩୦ ୟୁନିଟ୍ ସଂଗୃହିତ
152
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଶରଣକୂଳ ନିକଟସ୍ଥ ବାଉଁଶିଆ ‘ଆଶ୍ରୟ’ ଦିବ୍ୟାଙ୍ଗ ସେବାଗ୍ରାମରେ ଆଜି ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଥିବା ବେଳେ ଏହି ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ ବହୁ ଉତ୍ସାହୀ ବ୍ୟକ୍ତି ରକ୍ତଦାନ କରିଥିବା ଜଣାଯାଇଛି । ଆଜିର କାର୍ଯ୍ୟକ୍ରମରେ ନୟାଗଡ଼ ରକ୍ତ ଭଣ୍ଡାର କର୍ମଚାରୀମାନେ ପହଂଚି ୩୦ ୟୁନିଟ୍ ରକ୍ତ ସଂଗ୍ରହ କରିଥିବା ସୂଚନା ମିଳିଛି । ଏହି କାର୍ଯ୍ୟକ୍ରମରେ ସମାଜସେବୀ ଦାମୋଦର ସାହୁ, କୃଷ୍ଣଚନ୍ଦ୍ର ମହାପାତ୍ର, ଭବାନୀ ଶଙ୍କର ଦାଶ, ବ୍ରଜ କିଶୋର ମହାପାତ୍ର ପ୍ରମୂଖ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଆଶ୍ରୟର ନିର୍ଦ୍ଦେଶକ ଲୋକନାଥ ଦାଶଙ୍କ ଦ୍ୱାରା କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା । ଏହି ଅବସରରେ ଅସହାୟ ଓ ବୃଦ୍ଧବୃଦ୍ଧାଙ୍କୁ ବସ୍ତ୍ରଦାନ କରାଯାଇଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!