Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟାମାଟିରେ ଶାନ୍ତି ଉତ୍ସବ ପାଳିତ

by Anil Panda
October 2, 2020
in Nayagarh
ଇଟାମାଟିରେ ଶାନ୍ତି ଉତ୍ସବ ପାଳିତ
346
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଆଜି ଇଟାମାଟି ଥାନା ପରିସରରେ ଏକ ଶାନ୍ତି ଉତ୍ସବ ପାଳିତ ହୋଇଯାଇଛି । ବିଜୁ ମହତାବ ସ୍ୱେଚ୍ଛାସେବୀ ସଂଘ, ନିକୁଲ୍ ଟ୍ରଷ୍ଟ ଏବଂ ସ୍ନେହ ଫାଉଣ୍ଡେସନ୍ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ସରପଂଚ ସୋନାଲିକା ମନ୍ଥନ ନେତୃତ୍ୱ ନେଇଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍‌.ଡି, ଇଟାମାଟି ଥାନା ଅଧିକାରୀ ଦୀପକ ଖଣ୍ଡାୟତରାୟ, ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟ ଅଧ୍ୟକ୍ଷ ଅଶୋକ କୁମାର ନାୟକ, ପୂର୍ବତନ ସରପଂଚ ଶ୍ରବଣ ରାମ ପ୍ରମୂଖ ଯୋଗ ଦେଇଥିଲେ । ଆଜିର କାର୍ଯ୍ୟକ୍ରମରେ ସମାଜରେ ଶାନ୍ତି ପ୍ରତିଷ୍ଠା ପାଇଁ ନିଜକୁ ସମର୍ପିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରଯାଇଥିଲା । ବିଭିନ୍ନ ସ୍ଥାନରେ ଶାନ୍ତି ଆଲୋଚନା ମାଧ୍ୟମରେ ସମସ୍ୟା ସମାଧାନ କରୁଥିବା ମଧୁସୁଦନ ପଟ୍ଟନାୟକ, ଅଖିଳ ସାହୁ, ଭାଗୀରଥି ସାହୁ, ପ୍ରଫୁଲ ପୃଷ୍ଟି ଏବଂ ବ୍ରଜବନ୍ଧୁ ସୁବୁଦ୍ଧିଙ୍କୁ ମୁଖ୍ୟ ଅତିଥି ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!