Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଶୀ ମଦ ଜବତ, ୨ଗିରଫ

by Anil Panda
October 2, 2020
in Nayagarh
ନାବାଳିକା ଅପହରଣ ଘଟଣା, ଥାନା ଅଧିକାରୀଙ୍କ ବିରୁଦ୍ଧରେ ଏସ୍‌ପିଙ୍କୁ ଫେରାଦ
326
VIEWS
Share on FacebookShare on Twitter

ଖଣ୍ଡପଡ଼ା,(ବାଘୁଆବାର୍ତ୍ତା): ଖଣ୍ଡପଡ଼ା ଥାନା ଅଧିନ କିଆଝର ପଂଚାୟତର ପେଟାପଲ୍ଲୀ ଗ୍ରାମରୁ ୨ଜଣ ଦେଶୀ ମଦ ବେପାରୀଙ୍କୁ ଖଣ୍ଡପଡ଼ା ପୁଲିସ ଗୁରୁବାର ଦିନ ଗିରଫ କରି ଶୁକ୍ରବାର ଦିନ କୋର୍ଟ ଚାଲାଣ କରିଥିବା ଜଣାଯାଇଛି । ସେମାନଙ୍କ ଠାରୁ୨୪ ଲିଟର ଦେଶୀମଦ ସହ ୨ଟି ବାଇକ ଜବତ କରାଯାଇଥିବା ଜଣାଯାଇଛି । ପୁଲିସ ଦ୍ୱାରା ଗିରଫ ୨ଦେଶୀ ମଦ ବେପାରୀ ହେଲେ ବେଣାଗାଡିଆ ଗ୍ରାମର ମଧୁସୂଦନ ବେହେରା ଓ ରାକେଶ ବିଶ୍ୱାଳ ବୋଲି ଥାନା ସୁତ୍ରରୁ ଜଣାପଡିଛି । ଏ ସଂପର୍କରେ ଖଣ୍ଡପଡା ଥାନାରେ ମାମଲା ଋଜୁ ହୋଇଥିବା ଜଣାଯାଇଛି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!