Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୋକାନ ଭିତରୁ ସ୍ୱାମୀ ସ୍ତ୍ରୀଙ୍କ ମୃତଦେହ ଠାବ

by ସଞ୍ଜୟ ସ୍ୱାଇଁ
August 19, 2024
in Crime, State
ବିଲ ନିକଟରେ ଜଣେ ଯୁବକଙ୍କୁ  ପଥର ଛେଚି ହତ୍ୟା
82
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ରାକ୍ଷୀ ପର୍ଣ୍ଣିମାରେ ଅଘଟଣ । ଦୋକାନ ଭିତରୁ ସ୍ୱାମୀ ସ୍ତ୍ରୀଙ୍କ ମୃତଦେହ ଠାବ ହୋଇଛି । ଗଞ୍ଜାମ ୧୬ନମ୍ବର ଜାତୀୟ ରାଜପଥ ଲଙ୍ଗଳେଶ୍ୱର କଳାଝରନଇ ନିକଟରେ ଏଭଳି ଅଘଟଣା ଘଟିଛି । ଝୁଲନ୍ତା ଅବସ୍ଥାରେ ସ୍ତ୍ରୀଙ୍କ ମୃତ ଦେହ ରହିଥିବାବେଳେ ସ୍ୱାମୀଙ୍କ ମୃତଦେହ ତଳେ ପଡ଼ି ରହିଛି । ହତ୍ୟା କି ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!