Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାଣନ୍ତୁ ଏହିମାନଙ୍କୁ ମିଳିବ ଅନ୍ତ୍ୟୋଦୟ ଗୃହ ଯୋଜନା

by ସଞ୍ଜୟ ସ୍ୱାଇଁ
August 19, 2024
in Feature News
ଜାଣନ୍ତୁ ଏହିମାନଙ୍କୁ ମିଳିବ ଅନ୍ତ୍ୟୋଦୟ ଗୃହ ଯୋଜନା
409
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅନ୍ତ୍ୟୋଦୟ ଗୃହ ଯୋଜନା ନେଇ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବାତ୍ୟା, ବନ୍ୟା କି ହାତୀ ଘର ନଷ୍ଟ କଲେ ଅନ୍ତ୍ୟୋଦୟ ଯୋଜନା ମିଳିବ। ବିଭିନ୍ନ କାରଣରୁ ଘର ପୋଡ଼ିଯିବା ଲୋକଙ୍କୁ ବି ଅନ୍ତ୍ୟୋଦୟ ଗୃହ ମିଳିବ। ପୂର୍ବରୁ ଏହିସବୁ କ୍ଷତିଗ୍ରସ୍ତ ଲୋକଙ୍କ ପାଇଁ କୌଣସି ଯୋଜନା ନଥିଲା। ଭାଜପା ସରକାର ନୂଆ ଯୋଜନା ଆଣିଛନ୍ତି, ଖୁବଶୀଘ୍ର ଏହା କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି। ଚଳିତ ବର୍ଷ ବଜେଟରେ ଏହି ଯୋଜନା ଅଧୀନରେ ୧୦୫ କୋଟି ବ୍ୟୟବରାଦ କରାଯାଇଥିଲା। ଏଥିସହିତ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ(PMAY-G) ଅଧୀନରେ ୬,୦୯୦ କୋଟି ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ସହରାଞ୍ଚଳ ଅଧୀନରେ ୬୯୨ କୋଟି ବ୍ୟୟବରାଦ ହୋଇଛି। ଚଳିତ ବଜେଟରେ ବିଜେଡି ସରକାରର ବହୁଚର୍ଚ୍ଚିତ ବିଜୁ ପକ୍କାଘର ଯୋଜନାକୁ ପରିବର୍ତ୍ତନ କରାଯାଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ଘୋଷଣା କରାଯାଇଥିଲା।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!