Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଢିବ ପିଏମ ଆବାସ ଟଙ୍କା

by ସଞ୍ଜୟ ସ୍ୱାଇଁ
August 19, 2024
in Feature News
ବଢିବ ପିଏମ ଆବାସ ଟଙ୍କା
184
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନୁଦାନ ବୃଦ୍ଧି ହେବ। ଏନେଇ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ କହିବାନୁଯାୟୀ, ପିଏମ ଆବାସ ଯୋଜନାରେ ହିତାଧିକାରୀଙ୍କୁ ମିଳୁଥିବା ସହାୟତା ରାଶିର ପରିମାଣ ବୃଦ୍ଧି ହେବ। ଅନୁଦାନ ୧ ଲକ୍ଷ ୨୦ ହଜାରରୁ ବଢ଼ି ୧ ଲକ୍ଷ ୮୦ ହଜାର ହେବ । ଏଥିପାଇଁ ଖୁବ ଶୀଘ୍ର ଗାଇଡଲାଇନ ଆସିବ। ମନ୍ତ୍ରୀ ଆହୁରି କହିଛନ୍ତି, ଶୌଚାଳୟ ନିର୍ମାଣ ଅନୁଦାନ ବି ବୃଦ୍ଧି କରାଯିବ। ଶୌଚାଳୟ ପାଇଁ ପୂର୍ବରୁ ୧୨ ହଜାର ଟଙ୍କା ଦିଆଯାଉଥିଲା ବର୍ତ୍ତମାନ ତାକୁ ୨୦ ହଜାର ଟଙ୍କା ଦିଆଯିବା ପାଇଁ ବ୍ୟବସ୍ଥା କରାଯାଇଛି । ଅନ୍ୟପଟେ, ଅନ୍ତ୍ୟୋଦୟ ଗୃହ ଯୋଜନା ନେଇ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ ବଡ଼ ସୂଚନା ଦେଇ କହିଛନ୍ତି, ବାତ୍ୟା, ବନ୍ୟା କି ହାତୀ ଘର ନଷ୍ଟ କଲେ ଅନ୍ତ୍ୟୋଦୟ ଯୋଜନା ମିଳିବ। ବିଭିନ୍ନ କାରଣରୁ ଘର ପୋଡ଼ିଯିବା ଲୋକଙ୍କୁ ବି ଅନ୍ତ୍ୟୋଦୟ ଗୃହ ମିଳିବ। ପୂର୍ବରୁ ଏହିସବୁ କ୍ଷତିଗ୍ରସ୍ତ ଲୋକଙ୍କ ପାଇଁ କୌଣସି ଯୋଜନା ନଥିଲା। ଭାଜପା ସରକାର ନୂଆ ଯୋଜନା ଆଣିଛନ୍ତି, ଖୁବଶୀଘ୍ର ଏହା କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!