Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଖରୀଗୋଚ୍ଛା ଜଙ୍ଗଲରୁ ୧୭ ଶାଳ ଲଗ୍ ଜବତ

by Anil Panda
October 3, 2020
in Crime, Nayagarh
ପୋଖରୀଗୋଚ୍ଛା ଜଙ୍ଗଲରୁ ୧୭ ଶାଳ ଲଗ୍ ଜବତ
485
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲା ବନାଞ୍ଚଳ ଅନ୍ତର୍ଗତ ପୋଖରୀଗୋଚ୍ଛା ଜଙ୍ଗଲରୁ ଗତକାଲି ବନକର୍ମଚାରୀମାନେ ୧୭ ଟି ଶାଳ ଲଗ୍ ଜବତ କରିଥିବା ଜଣାଯାଇଛି । କାଠ ମାଫିଆମାନେ ଜଙ୍ଗଲ ମଧ୍ୟରେ ଗଛ କାଟି ରଖିଥିବା ବନକର୍ମଚାରୀମାନେ ସୂଚନା ପାଇଥିଲେ । ଫଳରେ ସାକେଣୀ ବନପାଳ କୈଳାସ ପ୍ରଧାନ ଏବଂ ପଙ୍କୁଆ ବନରକ୍ଷୀ ସଂଜୟ କୁମାର ବେହେରା ସଦଳବଳେ ଘଟଣାସ୍ଥଳରେ ପଂହଚି କାଠ ଜବତ କରିଥିବା ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍‌ଡି ସୂଚନା ଦେଇଛନ୍ତି । ଏହି କାଠ ଗୁଡ଼ିକର ଆନୁମାନିକ ମୁଲ୍ୟ ୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!