Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୩୩୨୬, ନୟାଗଡ଼ରେ ୫ ହଜାର ପାର୍‌

by Anil Panda
October 4, 2020
in Feature News, Nayagarh
ରାଜ୍ୟରେ ୭୨ ହଜାର ପାର, ନୟାଗଡ଼ରେ ସଂଖ୍ୟାଧିକ
422
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ରାଜ୍ୟରେ ନୂଆ ୩୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୭୧୩ ରେ ପଂହଚିଛି । ସେଥିମଧ୍ୟରେ ୧୯୪୫ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୩୮୧ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୧୧୯, ବାଲେଶ୍ୱର ୧୨୨, ବରଗଡ଼ ୯୪, ଭଦ୍ରକ ୩୬, ବଲାଙ୍ଗିର ୧୦୩, ବୈାଦ୍ଧ ୫୪, କଟକ ୨୬୮, ଦେବଗଡ଼ ୨୧, ଢେଙ୍କାନାଳ ୮୫, ଗଜପତି ୨୨, ଗଂଜାମ ୫୭, ଜଗତସିଂହପୁର ୮୦, ଯାଜପୁର ୧୪୮, ଝାରସୁଗୁଡ଼ା ୧୦୭, କଳାହାଣ୍ଡି ୭୭, କନ୍ଧମାଳ ୬୦, କେନ୍ଦ୍ରାପଡ଼ା ୧୦୩, କେନ୍ଦୁଝର ୧୦୧, ଖୋର୍ଦ୍ଧା ୬୩୮, କୋରାପୁଟ ୪୫, ମାଲକାନଗିରି ୧୯, ମୟୁରଭଂଜ ୧୩୧, ନବରଂଗପୁର ୬୧, ନୟାଗଡ଼ ୬୧, ନୂଆପଡ଼ା ୧୪୭, ପୁରୀ ୧୪୦, ରାୟଗଡ଼ା ୫୩, ସମ୍ବଲପୁର ୧୦୭, ସୋନପୁର ୨୫, ସୁନ୍ଦରଗଡ଼ ୯୩ ଜଣ, ଅନ୍ୟାନ ୧୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୫୫୯ ଟି ମାମଲା ସକ୍ରିୟ ରହିଥିବା ୧୯୮୧୯୪ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ନୟାଗଡ଼ ଜିଲ୍ଲାରେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂଖ୍ୟା ୫୦୫୮ ବୋଲି ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!