Friday, November 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଖୋର୍ଦ୍ଧା ୬ ଘଣ୍ଟା ହେବ ଯୋଗାଯୋଗ ବିଛିନ୍ନ

by Anil Panda
October 4, 2020
in Nayagarh
ନୟାଗଡ଼ ଖୋର୍ଦ୍ଧା ୬ ଘଣ୍ଟା ହେବ ଯୋଗାଯୋଗ ବିଛିନ୍ନ
3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଖୋର୍ଦ୍ଧା ଜାତୀୟ ରାଜପଥ ମଜୁରିଆପଲ୍ଲୀ ନିର୍ମାଣ ଧିନ ପୋଲ ନିକଟରେ ଥିବା ଆପ୍ରୋଚ ରୋଡ଼ ଉପରେ ନାଳ ପାଣି ଚାଲିବା କାରଣରୁ ଦୀର୍ଘ ୬ ଘଣ୍ଟା ଧରି ନୟାଗଡ଼ ଖୋର୍ଦ୍ଧା ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି । ଜାତୀୟ ରାଜପଥ ବିଭାଗ ଆପ୍ରୋଚ ରୋଡ଼କୁ କାଟି ନାଳରେ ଜମି ରହିଥିବା ପାଣି ଖାଲ କରିବା ସହ ଏକ ଅସ୍ଥାୟୀ ପୋଲ ନିର୍ମାଣ କାର୍ଯ୍ୟ ଚଲାଇଥିବା ଏସ୍‌ଡିଓ ଚନ୍ଦନ ସାହୁ ସୂଚନା ଦେଇଛନ୍ତି । ଅନ୍ୟପକ୍ଷେ, ଏହା ଫଳରେ ନୟାଗଡ଼ରୁ ଖୋର୍ଦ୍ଧାକୁ ଅନେକ ଗାଡ଼ି ଖଣ୍ଡପଡ଼ା, କଳାପଥର ଦେଇ ଯାତାୟତ କରୁଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!