Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାରା ବଣ୍ଟନ ଓ ସବୁଜ ନୟାଗଡ଼ ପାଇଁ ସଚେତନତା ପଦଯାତ୍ରା

by Anil Panda
October 4, 2020
in Nayagarh
ଚାରା ବଣ୍ଟନ ଓ ସବୁଜ ନୟାଗଡ଼ ପାଇଁ ସଚେତନତା ପଦଯାତ୍ରା
296
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ବଂଶୀଧର ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ୍ ପକ୍ଷରୁ ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକର ବିଭିନ୍ନ ସ୍ଥାନରେ ଚାରାବଣ୍ଟନ ଓ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଫାଉଣ୍ଡେସନର ଅଧ୍ୟକ୍ଷ ମନୋଜ ସାହୁଙ୍କ ଅଧ୍ୟକ୍ଷତାରେ ନୂଆଗାଁ ଓ ଆଛୁପଡ଼ା ଗ୍ରାମରେ ଏକ ହଜାରେ ସଜନା ଓ ଅମୃତଭଣ୍ଡା ଚାରା ବଣ୍ଟନ କରାଯାଇଛି । ଚଳିତ ମାସ ଗାନ୍ଧୀ ଜୟନ୍ତୀଠାରୁ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ହୋଇଥିବା ଏହି ମେଗା ଚାରାବଣ୍ଟନ କାର୍ଯ୍ୟକ୍ରମ ଓ ସବୁଜ ନୟାଗଡ଼ ପଦଯାତ୍ରା ଅବସରରେ ଅନୁଷ୍ଠାନର ସେଚ୍ଛାସେବୀ ମାନେ ଘର ଘର ବୁଲି ଲୋକଙ୍କୁ ଗଛ ଲଗାଇବା ପାଇଁ ଜନସଚେତନତା ସୃଷ୍ଟି କରିବା ସହ ଚାରା ବଣ୍ଟନ କରୁଥିବା ଜଣାଯାଇଛି । ଆଜିର କାର୍ଯ୍ୟକ୍ରମରେ ପ୍ରଫେସର ନୀଳମାଧବ ବେହେରା, ଧୀରେନ୍ ଦାଶ, ଯୁବସମାଜସେବୀ ଶିବରାମ ମହାପାତ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଅନୁଷ୍ଠାନ ପକ୍ଷରୁ ଲଡୁକିଶୋର ଷଡ଼ଙ୍ଗୀ, ନିର୍ମଳ ରଥ, ନାରାୟଣ ସାହୁ, ରାଜିବ ଲୋଚନ ମିଶ୍ର, ପ୍ରଶାନ୍ତ କୁମାର ପୃଷ୍ଟି ଏବଂ ପ୍ରଦ୍ୟୁମ୍ନ କୁମାର ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!