Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ କମିଲା ଆକ୍ରାନ୍ତ ସଂଖ୍ୟା, ନୟାଗଡ଼ରେ ମଧ୍ୟ

by Anil Panda
October 5, 2020
in Nayagarh
ରାଜ୍ୟରେ ୭୨ ହଜାର ପାର, ନୟାଗଡ଼ରେ ସଂଖ୍ୟାଧିକ
871
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ରାଜ୍ୟରେ ନୂଆ ୨୬୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୫ ହଜାର ୩୩୦ ରେ ପଂହଚିଛି । ସେଥିମଧ୍ୟରେ ୧୫୨୧ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୦୯୬ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୧୧୫, ବାଲେଶ୍ୱର ୭୯, ବରଗଡ଼ ୧୪୮, ଭଦ୍ରକ ୪୯, ବଲାଙ୍ଗିର ୧୦୯, ବୈାଦ୍ଧ ୧୮, କଟକ ୧୩୬, ଦେବଗଡ଼ ୧୮, ଢେଙ୍କାନାଳ ୭୪, ଗଜପତି ୭, ଗଂଜାମ ୪୩, ଜଗତସିଂହପୁର ୪୫, ଯାଜପୁର ୧୧୨, ଝାରସୁଗୁଡ଼ା ୪୬, କଳାହାଣ୍ଡି ୪୪, କନ୍ଧମାଳ ୩୨, କେନ୍ଦ୍ରାପଡ଼ା ୧୩୨, କେନ୍ଦୁଝର ୧୦୭, ଖୋର୍ଦ୍ଧା ୫୦୬, କୋରାପୁଟ ୪୩, ମାଲକାନଗିରି ୬୭, ମୟୁରଭଂଜ ୧୦୧, ନବରଂଗପୁର ୫୯, ନୟାଗଡ଼ ୩୮, ନୂଆପଡ଼ା ୫୮, ପୁରୀ ୭୯, ରାୟଗଡ଼ା ୨୬, ସମ୍ବଲପୁର ୧୦୬, ସୋନପୁର ୨୩, ସୁନ୍ଦରଗଡ଼ ୯୧ ଜଣ, ଅନ୍ୟାନ ୧୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୨୦୫୧ ଟି ମାମଲା ସକ୍ରିୟ ରହିଥିବା ୨୦୨୩୦୨ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ନୟାଗଡ଼ ଜିଲ୍ଲାରେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂଖ୍ୟା ୫୦୯୬ ବୋଲି ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!