Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସ୍‌ଆଇ ଶିଆଳ ଚଢ଼ାଉ, ଅଧା ରହିଗଲା ଜନ୍ମଦିନ ପାଳନ

by Anil Panda
October 5, 2020
in Nayagarh
ଏସ୍‌ଆଇ ଶିଆଳ ଚଢ଼ାଉ, ଅଧା ରହିଗଲା ଜନ୍ମଦିନ ପାଳନ
3.2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଟାଉନଥାନା ଅନ୍ତର୍ଗତ ହାଉସିଂବୋର୍ଡ଼ କଲୋନୀରେ ଆଜି ୨୦ରୁ ୨୫ ଯୁବକ ଏକାଠି ହୋଇ ଜନ୍ମଦିନ ପାଳନ କରିବା ସହ ସେଠାରେ ହୋହାଲ୍ଲା କରୁଥିବା ଖବରପାଇ ନୟାଗଡ଼ ଟାଉନଥାନା ଏସ୍‌ଆଇ ଧର୍ମେନ୍ଦ୍ର ଶିଆଳ ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ ହାଉସିଂବୋର୍ଡ଼ଠାରେ ୨୦ରୁ ୨୫ ଯୁବକ ଏକାଠି ବିରିୟାନୀ ପ୍ରସ୍ତୁତ କରିବା ସହ କେକ୍ କାଟିବା ପାଇଁ ସଜବାଜ ହେଉଥିବା ବେଳେ ଏସ୍‌ଆଇ ଶିଆଳଙ୍କୁ ଦେଖି ଯୁବକମାନେ ବାଇକ ଛାଡ଼ି ଛତ୍ରଭଙ୍ଗ ଦେଇଛନ୍ତି । ପୁଲିସ ରନ୍ଧା ସରିଥିବା ବିରିୟାନୀକୁ ନଷ୍ଟ କରି ଦେବା ସହ ସେଠାରେ ହୋହାଲ୍ଲା କରୁଥିବା ଯୁବକଙ୍କୁ ଧରି ଚେତାବନୀ ଦେଇ ଛାଡ଼ିଥିବା ଜଣାଯାଇଛି । ଆଜି ପୁଲିସ ଚଢ଼ାଉ ଫଳରେ ଯୁବକମାନଙ୍କ ଜନ୍ମଦିନ ପାଳନ ଅଧାରେ ରହୁଥିବା ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!