Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାରେ ନୂଆ ୩୫ ଆକ୍ରାନ୍ତ, ଜଣେ ମୃତ

by Anil Panda
October 6, 2020
in Nayagarh
କରୋନା; ଚାବୁକ ଦରକାର
635
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ଏବେ ଭୟାନକ ସ୍ଥିତିରେ ପହଂଚି ସାରିଛି । ଆଜି ନୟାଗଡ଼ ଜିଲ୍ଲାରୁ ଆଜି ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଫଳରେ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୫୧୩୧ ବୋଲି ଜଣାଯାଇଛି । ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୬ ତାରିଖ ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୫୨୯ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ଆଜି ନୟାଗଡ଼ ଜିଲ୍ଲାରୁ ଜଣେ ୭୫ ବର୍ଷିୟ ପୁରୁଷ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଫରେ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୩୦ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ୨ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!