Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀକୁ ଗୁଳି କରି ମାରିଲା ସ୍ୱାମୀ

by ସଞ୍ଜୟ ସ୍ୱାଇଁ
August 25, 2024
in Crime, State
ସ୍ତ୍ରୀକୁ ଗୁଳି କରି ମାରିଲା ସ୍ୱାମୀ
36
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ମଦ ନିଶା କଲା ବେକାବୁ । ମଦ ଆଗରେ ତୁଛ ହୋଇଗଲା ସମ୍ପର୍କରେ । ମଦ ପିଇବାକୁ ଟଙ୍କା ନଦେବାରୁ ସ୍ତ୍ରୀକୁ ଗୁଳି ମାରିଲା ସ୍ବାମୀ । ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ମୁରିବାହାଲ ଥାନା ଟେଙ୍ଗରା ଗାଁରେ । ମିଳିଥିବା ସୂଚନା ଅନୁସାରେ, ଟେଙ୍ଗରା ଗାଁର ଅଭିଯୁକ୍ତ ମଦ ପିଇବା ପାଇଁ ସ୍ତ୍ରୀକୁ ଟଙ୍କା ମାଗିଥଇଲା । ହେଲେ ମହିଳା ଜଣଙ୍କ ଟଙ୍କା ଦେବାକୁ ରୋକଠୋକ ମନା କରିଦେଇଥିଲେ । ଏଥିରେ ଉତ୍ତେଜିତ ହୋଇ ଅଭିଯୁକ୍ତ ମହିଳାଙ୍କୁ ଉପରକୁ ଗୁଳିମାଡ଼ କରିଛି । ମହିଳାଙ୍କ ଜଙ୍ଘରେ ଗୁଳି ବାଜିଛି । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ମୁରିବାହାଲ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଥାନାରେ ଏତଲା ପରେ ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!