Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାସ୍କ ଚେକିଂ, ଦେଶୀ ମଦ ଜବତ

by Anil Panda
October 6, 2020
in Nayagarh
ମାସ୍କ ଚେକିଂ, ଦେଶୀ ମଦ ଜବତ
636
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଶରଣକୂଳ ଥାନା ପୁଲିସ ଆଜି ଗୋଡ଼ିପଡ଼ା ଅଂଚଳରେ ମାସ୍କ ଚେକିଂ କରୁଥିବା ଜଣାଯାଇଛି । ଏଥିସହିତ ଗୋଟିଏ ସ୍ଥାନରୁ ଦେଶୀ ମଦ ମଧ୍ୟ ଜବତ କରାଯାଇଥିବା ସୂଚନା ମିଳିଛି । ଏନେଇ ଥାନା ଅଧିକାରୀଙ୍କୁ ପଚାରିବାରେ, ମୁଁ ବାହାରେ ଅଛି ଥାନାକୁ ଗଲେ କହିବି ବୋଲି କହିଛନ୍ତି । ନିର୍ଭର ଯୋଗ୍ୟ ସୁତ୍ରରୁ ମିଳିଥିବା ସୂଚନାନୁସାରେ, ଗୋଡ଼ିପଡ଼ା ଅଂଚଳରୁ ମଦ ଜବତ କରାଯିବା ପରେ ଥାନା ଅଧିକାରୀ ଗୋଡ଼ିପଡ଼ା ଫାଣ୍ଡିରେ ଉପସ୍ଥିତ ଥିବା ଏବଂ ସମସ୍ତ ଘଟଣା ସେ ଅବଗତ ଥିବା ଜଣାଯାଇଛି । ମାତ୍ର ଥାନା ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେବାକୁ କାହିଁକି କୁଣ୍ଠାବୋଧ କରିଛନ୍ତି ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!