Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ୨ କରୋନା ମୃତ୍ୟୁ

by Anil Panda
October 7, 2020
in Nayagarh
ନୟାଗଡ଼ ପୈାରାଞ୍ଚଳରୁ ପୁଣି ୪ ଆକ୍ରାନ୍ତ ଚିହ୍ନଟ, ଜିଲ୍ଲାରୁ ଜଣେ ସୁସ୍ଥ
654
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ରାଜ୍ୟରେ ଆଜି ୨୯୯୫ ଜଣ ଆକ୍ରାନ୍ତ ଏବଂ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏଥିରେ ନୟାଗଡ଼ ଜିଲ୍ଲାରୁ ୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୨ ଜଣ ବ୍ୟକ୍ତିଙ୍କର କରୋନା ମୃତ୍ୟୁ ଘଟିଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୩୨ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!