Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେଟୋଲ୍ ଟାଙ୍କିରେ ଭୟାନକ ଅଗ୍ନିକାଣ୍ଡ

by ସଞ୍ଜୟ ସ୍ୱାଇଁ
October 7, 2020
in Breaking, State
ପ୍ରେଟୋଲ୍ ଟାଙ୍କିରେ ଭୟାନକ ଅଗ୍ନିକାଣ୍ଡ
832
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା ) : ହୁତୁ ହୁତୁ ହୋଇ ଜଳୁଛି ପେଟ୍ରୋଲ ପମ୍ପ୍ । ଭୁବନେଶ୍ବର ସ୍ଥିତ ରାଜଭବନ ନିକଟରେ ଥିବା ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ହୋଇଛି । ପେଟ୍ରୋଲ ପମ୍ପରେ ହଠାତ୍ ପ୍ରଚଣ୍ଡ ଶବ୍ଦ ହୋଇଥିଲା । ଏହାପରେ ନିଆଁ ଲାଗି ଯାଇଥିବା ଜଣାପଡିଛି । ଇଣ୍ଡିଆନ ଅଏଲ ଏହି ପେଟ୍ରୋଲ ପମ୍ପରେ ନିଆଁ ଲାଗିବାର କାରଣ ସ୍ପଷ୍ଟ ହେଉନଥିବା ବେଳେ ଗୋଟିଏ ନିର୍ଦ୍ଦିଷ୍ଟ ପଏଣ୍ଟରେ ନିଆଁ ଧାସ ବହୁତ ଦୂରରୁ ଦେଖାଯାଉଛି । ନିଆଁର ଆକାରର ଅତି ଭୟଙ୍କର ଜଣାପଡୁଛି । ଘଟଣାସ୍ଥଳରେ ତୁରନ୍ତ ଅଗ୍ନିଶମ ବାହିନୀ ୩ଟି ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି । ପୋଲିସ ସ୍ଥାନୀୟ ଅଞ୍ଚଳକୁ ଚାରିପଟୁ ଘେରାବନ୍ଦୀ କରିନେଇଛି । ଅଗ୍ନିକାଣ୍ଡକୁ ଦେଖି ପେଟ୍ରୋଲ ପମ୍ପ୍ ରେ ଗାଡି ଛାଡି ଲୋକେ ଦୌଡି ପଳାଇ ଆସିବା ଏବଂ କିଛି ଗାଡି ଇତଃସ୍ତତ ଭାବେ ପଡିରହିଥିବା ଜଣାଯାଇଛି । ଗ୍ୟାସ୍ ଟାଙ୍କି ଫାଟି ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ସୂଚନାରୁ ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!