Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଳ ଓ ପରିମଳ ଅସୁବିଧା ଦୂରିକରଣ ପାଇଁ ଆଲୋଚନା

by Anil Panda
October 7, 2020
in Nayagarh
ଜଳ ଓ ପରିମଳ ଅସୁବିଧା ଦୂରିକରଣ ପାଇଁ ଆଲୋଚନା
329
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ଫାଲ୍‌ସ ଇଣ୍ଡିଆ ସହାୟତାରେ ପଲ୍ଲୀ ବିକାଶ ସମିତି ଓ ଭାରତ ବିକାଶ ପରିଷଦ ଦ୍ୱାରା ବୟସ୍କ ବ୍ୟକ୍ତିମାନଙ୍କ ନିମନ୍ତେ ଜଳ ଓ ପରିମଣ ବୈଷୟିକ ଅସୁବିଧା ଏବଂ ଏହାର ଦୂରୀକରଣ ସଂମ୍ପର୍କୀତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ପଲ୍ଲୀ ବିକାଶ ସମିତି ସଂପାଦକ ପ୍ରସନ୍ନ କୁମାର ପଣ୍ଡା, ଭାରତ ବିକାଶ ପରିଷଦ ସଚିବ ପ୍ରଦୀପ କୁମାର ସାହୁ, ଶ୍ରୀଧର ସାହୁ, ଅନାଦି ଚରଣ ମହାନ୍ତି, ହରପ୍ରସାଦ ମହାପାତ୍ର ପ୍ରମୂଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ବୟସ୍କ ବ୍ୟକ୍ତିମାନଙ୍କ ନିମନ୍ତେ ସରକାରଙ୍କ ତରଫରୁ ପାଇଖାନା ନିର୍ମାଣ କରିବା, ସ୍ୱଚ୍ଛ ପାନୀୟ ଜଳର ସୁବିଧା କରାଇବା ନେଇ ପଦକ୍ଷେପ ନେବାକୁ ଉକ୍ତ ବୈଠକରେ ଆଲୋଚନା ହୋଇଥିବା ବେଳେ ୫ ଜଣିଆ ପ୍ରତିନିଧି ଦଳ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କୁ ଭେଟି ଦାବି ପତ୍ର ପ୍ରଦାନ କରିଥିବା ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!