Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାନ ଦୋକାନରେ ଚାଲିଥିଲା ବେପାର, ୧୨୩ ବୋତଲ ନିବ୍ ଜବତ

by Anil Panda
October 8, 2020
in Nayagarh
ପାନ ଦୋକାନରେ ଚାଲିଥିଲା ବେପାର, ୧୨୩ ବୋତଲ ନିବ୍ ଜବତ
1.8k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଂଚଳର ପାନ ଦୋକାନରେ ବିଦେଶୀ ମଦ ବିକ୍ରି ହେଉଥିବା ନେଇ ପୁଲିସ ଗତକାଲି କୈାଣସି ସୁତ୍ରରୁ ଖବରପାଇ ଚଢ଼ାଉ କରିଥିବା ବେଳେ ୧୨୩ ବୋତଲ ମଦ ଜବତ କରିବା ସହ ଦୋକାନୀଙ୍କୁ ଗିରଫ କରିଥିବା ଜଣାଯାଇଛି । ସୂଚନାନୁସାରେ, ଇଟାମାଟି ଥାନା ଅନ୍ତର୍ଗତ ହରେକୃର୍ଷ୍ଣପୁର ଗ୍ରାମରେ ଦୀନବନ୍ଧୁ ମହାନ୍ତିଙ୍କ ପୁଅ କୃଷ୍ଣଚନ୍ଦ୍ର ମହାନ୍ତିଙ୍କର ଏକ ପାନ ଦୋକାନ ରହିଛି । ସେ ତାଙ୍କ ଦୋକାନରେ ମଦ ବିକ୍ରି କରୁଥିବା ଖବରପାଇ ପୁଲିସ ଚଢ଼ାଉ ସମୟରେ ୧୨୩ଟି ୧୮୦ ଏମ୍‌ଏଲ୍ ମଦ ବୋତଲ ଜବତ କରାଯାଇଛି । ବିଭିନ୍ନ ବ୍ରାଣ୍ଡର ସମୁଦାୟ ୨୨ ଲିଟର ୧୪୦ ଏମ୍‌ଏଲ୍ ମଦ ଜବତ କରାଯାଇଥିବା ଥାନା ଅଧିକାରୀ ଦୀପକ ଖଣ୍ଡାୟତରାୟ ସୂଚନା ଦେଇଛନ୍ତି । ଅଭିଯୁକ୍ତ କୃର୍ଷ୍ଣଚନ୍ଦ୍ରଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!