Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଲିସ ଉପରକୁ ପଥର ମାଡ଼ କରି ଯୁବକ ଗିରଫ

by Anil Panda
October 8, 2020
in Nayagarh
ପୁଲିସ ଉପରକୁ ପଥର ମାଡ଼ କରି ଯୁବକ ଗିରଫ
1.4k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ପୁଲିସ ଲାଠିପଡ଼ା ଅଂଚଳରେ ପ୍ରେଟୋଲିଂ କରୁଥିବା ସମୟରେ ଜଣେ ଯୁବକ ପୁଲିସ ଗାଡ଼ିକୁ ପଥର ମାଡ଼ କରି ଗିରଫ ହୋଇଥିବା ଜଣାଯାଇଛି । ସୂଚନାନୁସାରେ, ପ୍ରେଟୋଲିଂ ଟିମ୍ ସଂନ୍ଧ୍ୟା ସମୟରେ ଲାଠିକଟା ପଡ଼ିଆରେ ପ୍ରେଟୋଲିଂ କରୁଥିବା ବେଳେ ଲାଠିପଡ଼ା ଗ୍ରାମର ବ୍ରଜବନ୍ଧୁ ପ୍ରଧାନଙ୍କ ପୁଅ ସନ୍ତୋଷ କୁମାର ପ୍ରଧାନ (୨୫) ହଠାତ୍ ପୁଲିସ ଭ୍ୟାନ ଉପରକୁ ପଥର ମାଡ଼ କରିଥିଲେ । ଏଥିରେ ପୁଲିସ୍ ଟିମ୍‌ରେ ରହିଥିବା ଏପିଆର୍ କୁନୁ ସେଠୀ ଆହାତ ହୋଇଥିବା ବେଳେ ଯୁବକ ଜଣଙ୍କ ସେଠାରୁ ଖସି ଯିବାକୁ ଉଦ୍ୟମ କରୁଥିଲେ । ମାତ୍ର ପୁଲିସ ଯୁବକଙ୍କୁ କାବୁ କରି ନେଇଥିବା ବେଳେ ଏକ ମାମଲା ରୁଜୁ କରି ଗିରଫ କରିଥିବା ଥାନା ଅଧିକାରୀ ଦୀପକ ଖଣ୍ଡାୟତରାୟ ସୂଚନା ଦେଇଛନ୍ତି । ଆଜି ଯୁବକଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!