Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

+୩ ନାମଲେଖା ଆବେଦନ ବଢ଼ିଲା

by ସଞ୍ଜୟ ସ୍ୱାଇଁ
August 29, 2024
in Education, State
+୩ ନାମଲେଖା ଆବେଦନ ବଢ଼ିଲା
79
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): +୩ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଅବଧି ଆସନ୍ତା ୨ତାରିଖ ପର୍ଯ୍ୟନ୍ତ ବଢ଼଼ାଯାଇଛି। ଇଚ୍ଛୁକ ଛାତ୍ରଛାତ୍ରୀମାନେ ୨ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଆବେଦନ କରିପାରିବେ। କୌଣସି ତ୍ରୁଟି ଥିଲେ ୩ ତାରିଖରେ ସଂଶୋଧନ କରିପାରିବେ। ସେପ୍ଟେମ୍ୱର ୧୦ତାରିଖ ଅପରାହ୍ନ ୪ଟାରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୧୧ରୁ ୧୩ତାରିଖ ମଧ୍ୟରେ ନାମଲେଖାଇ ପାରିବେ। ୱେଟିଂ ଲିଷ୍ଟରେ ଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଚୟନ ହୋଇଥିବା ଛାତ୍ରଛାତ୍ରୀଙ୍କ ତାଲିକା ୧୭ତାରିଖ ଅପରାହ୍ନ ୪ଟାରେ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ନୋଟିସ ବୋର୍ଡ ଏବଂ ୱେବ୍‌‌ସାଇଟରେ ପ୍ରକାଶ କରିବେ ଏବଂ ୧୮ ଓ ୧୯ ତାରିଖରେ ତାଙ୍କ ନାମଲେଖା ହେବ। ଏହାପରେ ସିଟ୍‌‌ ବଳକା ରହିଲେ ୱେଟିଂ ତାଲିକାରେ ଥିବା ଛାତ୍ରଛାତ୍ରୀଙ୍କୁ ସମ୍ପୃକ୍ତ ଶିକ୍ଷାନୁଷ୍ଠନ ପକ୍ଷରୁ କଲ୍‌‌ ଓ ହ୍ୱାଟ୍ସଆପ୍‌‌ ଜରିଆରେ ନାମଲେଖା ପାଇଁ ଅବଗତ କରାଯାଇ ୨୦ ଓ ୨୧ଲ ତାରିଖରେ ସେମାନଙ୍କ ନାମଲେଖା କରାଯିବ ବୋଲି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!