Saturday, June 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୟୁଥ୍ କ୍ଲବ ସଦସ୍ୟଙ୍କ ଶପଥ ଗ୍ରହଣ

by Anil Panda
October 8, 2020
in Nayagarh
ୟୁଥ୍ କ୍ଲବ ସଦସ୍ୟଙ୍କ ଶପଥ ଗ୍ରହଣ
685
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ନେହେରୁ ଯୁବକ ସଂଘର ଯୁବ ସଂଯୋଜକ ଅନୁରାଗ କୁମାରଙ୍କ ଦ୍ୱାରା ଅନୁପ୍ରାଣୀତ ହୋଇ ଗୋଡ଼ିପଲ୍ଲୀ ଗ୍ରାମ ପଂଚାୟତ ଅନ୍ତର୍ଗତ ଚଡ଼େୟାପଲ୍ଳି ୟୁଥ କ୍ଲବ ସଦସ୍ୟମାନେ ଆଜି ଶପଥ ଗ୍ରହଣ କରିଛନ୍ତି । ଭାରତ ସରକାରଙ୍କ ଯୁବ ଓ କ୍ରୀଡ଼ା ବିଭାଗ ପକ୍ଷରୁ ଜାରି ହୋଇଥିବା ନୋଟିସ୍ ଅନୁସାରେ, ଗ୍ରାମର ଯୁବକମାନେ କରୋନାକୁ ଦୂରେଇ ରଖିବାକୁ ଶପଥ ଗ୍ରହଣ କରିଛନ୍ତି । ମାସ୍କ ଓ ଫେସ୍ କଭର ପିନ୍ଧିବା, ୬ ଫୁଟ ସାମାଜିକ ଦୂରତା ଅବଲମ୍ବନ କରିବା ଏବଂ ହାତକୁ ସାବୁନ ପାଣିରେ ଧୋଇବା ସହ ନିଜେ ସଚେତନ ହୋଇ ଅନ୍ୟକୁ ସଚେତନ କରିବାକୁ ଆଜି ଯୁବକମାନେ ଶପଥ ନେଇଥିବା ଜଣାଯାଇଛି । ଏହି ଅବସରରେ ଚଢ଼େୟାପଲ୍ଲୀ ୟୁଥ୍ କ୍ଲବ ସଂପାଦକ କୁନା ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!