Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର ଦୁର୍ଘଟଣାରେ ଆହତଙ୍କ ମୃତ୍ୟୁ, ସାମୟିକ ରାସ୍ତାରୋକ

by Anil Panda
October 8, 2020
in Nayagarh
କାର ଦୁର୍ଘଟଣାରେ ଆହତଙ୍କ ମୃତ୍ୟୁ, ସାମୟିକ ରାସ୍ତାରୋକ
1.2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ପଣ୍ଡୁସର ଗ୍ରାମର ଜଣେ ବ୍ୟକ୍ତି ସପ୍ତାହେ ତଳେ ଦୁର୍ଘଟଣାର ଶୀକାର ହୋଇଥିବା ଚିକିତ୍ସିତ ହେଉଥିବା ବେଳେ ଆଜି ମୃତ୍ୟୁ ଘଟିବାକୁ ନେଇ ଖୋର୍ଦ୍ଧା ବଲାଙ୍ଗିରୀ ଜାତୀୟ ରାଜପଥକୁ କିଛି ସମୟ ପାଇଁ ଗ୍ରାମବାସୀ ରାସ୍ତାରୋକ କରିଛନ୍ତି । ସୂଚାନୁସାରେ, ପଣ୍ଡୁସର ଗ୍ରାମର କତ୍ପୁରୀ ବେହେରାଙ୍କୁ ସହ ଗତ ସପ୍ତାହରେ କାର ଦୁର୍ଘଟଣା ହୋଇଥିଲା । ସେ ଭୂବନେଶ୍ୱରରେ ଚିକିତ୍ସାଧିନ ଥିବା ବେଳେ ଆଜି ତାଙ୍କର ମୃତ୍ୟୁ ଘଟିଛି । ପୁଲିସ ଦୁର୍ଘଟଣା ଗ୍ରସ୍ତ କାରକୁ ଜବତ ରଖଥିବା ବେଳେ ଆଜି ଗ୍ରାମବାସୀମାନେ ରାସ୍ତାରୋକ କରିଛନ୍ତି । ପରେ କୈାଣସି କାରଣକୁ ନେଇ ରାସ୍ତା ହଟି ଯାଇଥିବା ସୂଚନା ମିଳିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!