Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୨୬୯୭, ନୟାଗଡ଼ରେ ୩୮

by Anil Panda
October 9, 2020
in Nayagarh
ରାଜ୍ୟରେ ୭୨ ହଜାର ପାର, ନୟାଗଡ଼ରେ ସଂଖ୍ୟାଧିକ
145
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ରାଜ୍ୟରେ ନୂଆ ୨୬୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୬ ହଜାର ୮୩୯ ରେ ପଂହଚିଛି । ସେଥିମଧ୍ୟରେ ଅନୁଗୁଳ ୧୦୭, ବାଲେଶ୍ୱର ୧୧୫, ବରଗଡ଼ ୮୬, ଭଦ୍ରକ ୬୬, ବଲାଙ୍ଗିର ୬୨, ବୈାଦ୍ଧ ୩୧, କଟକ ୨୩୪, ଦେବଗଡ଼ ୧୫, ଢେଙ୍କାନାଳ ୪୫, ଗଜପତି ୮, ଗଂଜାମ ୪୫, ଜଗତସିଂହପୁର ୬୫, ଯାଜପୁର ୧୧୮, ଝାରସୁଗୁଡ଼ା ୭୭, କଳାହାଣ୍ଡି ୪୫, କନ୍ଧମାଳ ୩୪, କେନ୍ଦ୍ରାପଡ଼ା ୬୯, କେନ୍ଦୁଝର ୭୫, ଖୋର୍ଦ୍ଧା ୪୮୨, କୋରାପୁଟ ୪୫, ମାଲକାନଗିରି ୪୦, ମୟୁରଭଂଜ ୧୩୪, ନବରଂଗପୁର ୫୧, ନୟାଗଡ଼ ୩୮, ନୂଆପଡ଼ା ୧୫୩, ପୁରୀ ୬୪, ରାୟଗଡ଼ା ୩, ସମ୍ବଲପୁର ୧୦୭, ସୋନପୁର ୬୯, ସୁନ୍ଦରଗଡ଼ ୧୨୦ ଜଣ, ଅନ୍ୟାନ ୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୮୮୧୧ ଟି ମାମଲା ସକ୍ରିୟ ରହିଥିବା ୨୧୬୯୮୪ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!