Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ

by Anil Panda
October 9, 2020
in Feature News
ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ
63
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୩ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ବିଧାନସଭା ପ୍ରାଙ୍ଗରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସଂସ୍କାରକ ତଥା ସମାଜସେବୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀଙ୍କ ସମେତ ବିଧାନସଭାର ପଦାଧିକାରୀ ଓ କର୍ମଚାରୀମାନେ ମଧ୍ୟ ଏହି ମହାନ ବରପୁତ୍ରଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!