Wednesday, April 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ, ଯୁବକ ଗିରଫ

by Anil Panda
October 9, 2020
in Nayagarh
ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ, ଯୁବକ ଗିରଫ
1.4k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ମହିଳାଙ୍କ ସ୍ୱାମୀ ଘରେ ନଥିବା ବେଳେ ଜଣେ ଯୁବକ ଜୋର ଦବରଦସ୍ତ ଘରେ ପଶି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ଦଶପଲ୍ଲା ପୁଲିସ ଏକ ମାମଲା ରୁଜୁ କରିଥିବା ଜଣାଯାଇଛି । ଏହି ଘଟଣାରେ ପୁଲିସ ଦଶପଲ୍ଲା ଥାନା ଅନ୍ତର୍ଗତ ନେଳିଗୁଡ଼ା ଗ୍ରାମର ସତୁରା ନାୟକଙ୍କ ପୁଅ ଟିକିନା ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାଯାଇଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!