Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ପ୍ରଶାସକଙ୍କ ଶ୍ରଦ୍ଧାଞ୍ଜଳି ସଭା

by Anil Panda
October 10, 2020
in Nayagarh
ପୂର୍ବତନ ପ୍ରଶାସକଙ୍କ ଶ୍ରଦ୍ଧାଞ୍ଜଳି ସଭା
444
VIEWS
Share on FacebookShare on Twitter

ଖଣ୍ଡପଡ଼ା, (ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲାର ପୂର୍ବତନ ଅତିରିକ୍ତ ଜିଲ୍ଲାପାଳ ତଥା ଖଣ୍ଡପଡା ବିଧାୟକଙ୍କ ଓଏସଡ଼ି ସ୍ଵର୍ଗତ ପ୍ରସନ୍ନ କୁମାର ଦାସଙ୍କ ଏକଦଶାହ ଉପଲକ୍ଷେ ଏକ ଶ୍ରଦ୍ଧାଞ୍ଜଳି ସଭା ଖଣ୍ଡପଡା ସହରାଞ୍ଚଳର ସୌମ୍ୟବିହାର ଠାରେ ଶୁକ୍ରବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଶିଖରପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବିଜୟ କୁମାର ତ୍ରିପାଠୀଙ୍କ ପୌରାହିତ୍ୟରେ ସ୍ମୃତିଚାରଣ ସଭାର ଆୟୋଜନ କରଯାଇଥିଲା। ଖଣ୍ଡପଡା ନିର୍ବାଚନମଣ୍ଡଳୀ ଅଧିନ ବିଭିନ୍ନ ପଞ୍ଚାୟତରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇ ସ୍ଵର୍ଗତ ଆତ୍ମର ସଦଗତି ନିମନ୍ତେ ନୀରବ ପ୍ରାର୍ଥନା କରିବା ସହ ସ୍ଵର୍ଗତ ଦାଶଙ୍କ ସ୍ମୃତିଚାରଣ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!