Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୨୮୫୪, ନୟାଗଡ଼ରେ ଅର୍ଦ୍ଧଶତକ ପାର

by Anil Panda
October 10, 2020
in Nayagarh
ରାଜ୍ୟରେ ୭୨ ହଜାର ପାର, ନୟାଗଡ଼ରେ ସଂଖ୍ୟାଧିକ
342
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ରାଜ୍ୟରେ ନୂଆ ୨୮୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୯ ହଜାର ୬୯୩ ରେ ପଂହଚିଛି । ସେଥିମଧ୍ୟରେ ଅନୁଗୁଳ ୧୩୧, ବାଲେଶ୍ୱର ୧୧୬, ବରଗଡ଼ ୯୫, ଭଦ୍ରକ ୬୬, ବଲାଙ୍ଗିର ୯୭, ବୈାଦ୍ଧ ୨୦, କଟକ ୨୪୪, ଦେବଗଡ଼ ୧୬, ଢେଙ୍କାନାଳ ୪୩, ଗଜପତି ୧୯, ଗଂଜାମ ୩୯, ଜଗତସିଂହପୁର ୬୮, ଯାଜପୁର ୯୯, ଝାରସୁଗୁଡ଼ା ୬୮, କଳାହାଣ୍ଡି ୧୦୫, କନ୍ଧମାଳ ୪୫, କେନ୍ଦ୍ରାପଡ଼ା ୯୧, କେନ୍ଦୁଝର ୬୭, ଖୋର୍ଦ୍ଧା ୩୯୩, କୋରାପୁଟ ୪୬, ମାଲକାନଗିରି ୬୧, ମୟୁରଭଂଜ ୧୨୭, ନବରଂଗପୁର ୯୨, ନୟାଗଡ଼ ୬୫, ନୂଆପଡ଼ା ୮୩, ପୁରୀ ୧୧୪, ରାୟଗଡ଼ା ୨୯, ସମ୍ବଲପୁର ୧୦୫, ସୋନପୁର ୭୯, ସୁନ୍ଦରଗଡ଼ ୧୪୩ ଜଣ, ଅନ୍ୟାନ ୮୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୮୨୪୬ ଟି ମାମଲା ସକ୍ରିୟ ରହିଥିବା ୨୨୦୩୮୮ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!