Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଲରା ପତରିଆ ବାଘ ଛାଲ ଡିଲ ହେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ

by ସଞ୍ଜୟ ସ୍ୱାଇଁ
September 3, 2024
in Crime, State
କଲରା ପତରିଆ ବାଘ ଛାଲ ଡିଲ ହେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
77
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ଫୁଲବାଣୀ ବନ ବିଭାଗ କୁ ବଡ ସଫଳତା । କଲରା ପତରିଆ ବାଘ ଛାଲ ଡିଲ ହେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ । ବିଶେଷ ସୂତ୍ରରୁ ଖବର ପାଇ ଫୁଲବାଣୀ ବନ ବିଭାଗ ର ଟିମ୍ ଗୁଦାରୀ ଗ୍ରାମ ନିକଟରେ , ଦୁଇଟି ବାଇକ୍ ରେ ତିନି ଜଣ ବାଘ ଛାଲ ମାଫିଆ ଡ଼ିଲ କରୁଥିବା ସମୟ ରେ, ମାଡ଼ି ବସିଥିଲେ ।

ସର୍ଚ୍ଚ କଲାବେଳେ , ସେମାନଙ୍କ ପାଖରୁ ଏକ ବୟସ୍କ କଲର ପତରିଆ ବାଘ ଛାଲ ସହ ଗୋଟିଏ ଗୁଳି ଭର୍ତ୍ତି ଦେଶୀ ବନ୍ଧୁକ, କୁଟୁରା ମୁଣ୍ଡର ସିଙ୍ଗ୍ଗ, ଛେରା ଓ ବନ୍ଧୁକ ପାଉଡର ସହ ଦୁଇ ବାଇକ୍ ଜବତ ହୋଇଛି । ଏଥିରେ ସଂପୃକ୍ତ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବନ ବିଭାଗ । ତିନି ଅଭିଯୁକ୍ତ ହେଲେ ,ସଞ୍ଜୟ ମଲ୍ଲିକ, ତ୍ରିନାଥ ମଲ୍ଲିକ ଓ ପ୍ରଭାତ କହଁର ।

ସେମାନଙ୍କ ନାମରେ ଅନ୍ୟ କେଉଁ ମାମଲା ରହିଛି , ତାକୁ ନେଇ ଖୋଳତାଡ କରୁଛି ବନ ବିଭାଗ । ଆଗାମୀ ଦିନରେ ବାଘ ଛାଲ ମାଫିଆ ଓ ଶିକାରୀ ମାନଙ୍କୁ ଧରିବା ପାଇଁ ଟିମ୍ ଗଠନ କରାଯାଇଥିବା ସାମ୍ବାଦିକ ସମ୍ମିଳନୀ ରେ କହିଛନ୍ତି ଫୁଲବାଣୀ ବନ ବିଭାଗ ଅଧିକାରୀ ପ୍ରଶାନ୍ତ ପଟେଲ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!