Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା ରାମଚଣ୍ଡୀ ଅଟୋ ଚାଳକ ସଂଘ ଗଠନ

by Anil Panda
October 11, 2020
in Nayagarh
ମା ରାମଚଣ୍ଡୀ ଅଟୋ ଚାଳକ ସଂଘ ଗଠନ
895
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : କୁରାଳ ଅଟୋ ମାଲିକ ମାନଙ୍କୁ ନେଇ କୁରାଳର ପର୍ଯ୍ୟଟନ ପୀଠ ମା ବାଗ ଦେବୀଙ୍କ ପୀଠରେ ଏକ ବୈଠକ ଅନୁଷ୍ଠିତ ହୋଇ ମା ରାମଚଣ୍ଡୀ ଅଟୋ ଚାଳକ ସଂଘ ଗଠନ କରାଗଲା । ପ୍ରାୟ ୩୦ଖଣ୍ଡ ଅଟୋ ମାଲିକଙ୍କୁ ନେଇ ଗଠିତ ହୋଇଥିବା ସଂଘରେ ସଭାପତି-ପ୍ରଫୁଲ କୁମାର ସାହୁ(ଅନ୍ଧି),ସମ୍ପାଦକ-ସୁଶାନ୍ତ କୁମାର ଦେବତା, କୋଷାଧ୍ୟକ୍ଷ-ଦେବରାଜ ବିଶ୍ୱାଳ ସର୍ବ ସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି। ତତ୍ ସହିତ ଏକ ୭ଜଣିଆ ଉପଦେଷ୍ଟା କମିଟି ମଧ୍ୟ ଗଠନ କରା ଯାଇଥିବା ବେଳେ କୁରାଳ ସରପଞ୍ଚଙ୍କ ପ୍ରତିନିଧି ପ୍ରଭାତ ପ୍ରଧାନ,ବଣିକ ସଂଘ ସଭାପତି ମାନସ ପ୍ରଧାନ,ସାମ୍ବାଦିକ ଗଣେଶ୍ୱର ସାହୁ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!