Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାହାଡ଼ାଝୋଲା ମୋବାଇଲ ଦୋକାନ ଚୋରୀ ଘଟଣା : ୧ ଗିରଫ

by ସଞ୍ଜୟ ସ୍ୱାଇଁ
October 12, 2020
in Nayagarh
ବାହାଡ଼ାଝୋଲା ମୋବାଇଲ ଦୋକାନ ଚୋରୀ ଘଟଣା : ୧ ଗିରଫ
1.6k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ଓଡ଼ଗାଁ ଥାନା ବାହାଡ଼ାଝୋଲା ମାଣିକପାଟଣା ହାଟ ବଜାର ମଧ୍ୟରେ ଥିବା ମା’ ସିଂଘାସନୀ ମୋବାଇଲ ଦୋକନ ଚୋରୀ ଘଟଣାରେ ଓଡ଼ଗାଁ ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିବା ଜଣାଯାଇଛି । ଉକ୍ତ ବ୍ୟକ୍ତି ଏହି ଥାନା ଅନ୍ତର୍ଗତ ନନ୍ଦିଘୋର ଗ୍ରାମ ନୂଆସାହିର ରବିନ୍ଦ୍ର କୁମାର ନାୟକ(୩୫) ବୋଲି ଜଣାପଡିଛି । ଏଥିସହିତ ଏକ ଡେସ୍କଟପ ୍‌କମ୍ପ୍ୟୁଟର ସେଟ୍‌, ଇୟରଫନ, ସ୍ମାଟଫୋନ, ଚାର୍ଜର ଏବଂ ଅନ୍ୟ କେତୋଟି ମୋବାଇଲ ଫୋନ୍ ଜବତ ହୋଇଛି । କୋର୍ଟ ଫରୁଆଡ ପରେ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତକୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!