Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟପାଳଙ୍କ ଦ୍ୱାରା ‘ବିମ୍ବସ୍ନାନ’ ଉନ୍ମୋଚିତ

by ସଞ୍ଜୟ ସ୍ୱାଇଁ
October 12, 2020
in Nayagarh
ରାଜ୍ୟପାଳଙ୍କ ଦ୍ୱାରା ‘ବିମ୍ବସ୍ନାନ’ ଉନ୍ମୋଚିତ
142
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ପ୍ରସିଦ୍ଧି କବି ତଥା ଓଡ଼ିଶା ରାଜ୍ୟପାଳଙ୍କ ସୂଚନା ଓ ଲୋକ ସଂମ୍ପର୍କ ଅଧିକାରୀ ରକ୍ଷକ ନାୟକଙ୍କ ରଚିତ ଏକ ପୁସ୍ତକ ବିମ୍ବସ୍ନାନ ଆଜି ଉନ୍ମୋଚିତ ହୋଇଯାଇଛି । ରାଜ୍ୟପାଳ ଗଣେଶୀ ଲାଲ ରାଜଭବନରେ ଏହି ପୁସ୍ତକକୁ ଉନ୍ମୋଚନ କରିଥିବା ଜଣାଯାଇଛି । ଏହି କାର୍ଯକ୍ରମରେ ଶ୍ରୀଯୁକ୍ତ ନାୟକ ଏବଂ ପକ୍ଷୀଘର ପ୍ରକାଶନର ପ୍ରକାଶକ ବନୋଜ ତ୍ରୀପାଠୀ ଉପସ୍ଥିତ ରହିଥିଲେ । ଏହା ପାଠକୀୟ ଆଦୃତି ଲାଭ କରିବ ବୋଲି ଆଶା କରାଯାଉଛି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!