Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାପାଙ୍କୁ କବାଟ ଦେଇ ଯୁବତୀକୁ କରୁଥିଲେ ଗଣବଳତ୍କାର, ଚାରି ଗିରଫ

by ସଞ୍ଜୟ ସ୍ୱାଇଁ
September 9, 2024
in Crime, State
ବିବାହିତା ଭାଣିଜୀକୁ ଦୁଷ୍କର୍ମ କରି ଜେଲ ଗଲା ମାମୁ
272
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଜଣେ ଯୁବତୀଙ୍କୁ ବଳାତ୍କାର ମାମଲାରେ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି। ସାତ ମାସଧରି ଯୁବତୀଙ୍କୁ ଗଣବଳାତ୍କାର କରିଆସୁଥିଲେ ଯୌନପୀପାସୁ । ଯୁବତୀ ଜଣଙ୍କ ଗର୍ଭବତୀ ପରେ ମାମଲା ରୁଜୁ ହୋଇଥିଲା । ସୂଚନାଯୋଗ୍ୟ, ମା’ ନ ଥିବା ଜଣେ ଅସହାୟ ଗରିବ ଝିଅକୁ ୭ଜଣ ପିଶାଚ, ୭ ମାସ ଧରି ବଳାତ୍କାର କରି ଚାଲିଥିଲେ। ବାପା ମାନସିକ ବିକାରଗ୍ରସ୍ତ ହୋଇଥିବା ବେଳେ ରାତିଅଧରେ ସେମାନେ ଘରେ ପଶି ଝିଅକୁ ଛାତକୁ ଟେକି ନିଅନ୍ତି । ବାପାଙ୍କୁ ଏକ ଘରେ ବନ୍ଦ କରି ଦିଅନ୍ତି। ପରେ ଜଣଙ୍କ ପରେ ଜଣେ ଭୋକ ମେଣ୍ଟାନ୍ତି। ରାତି ପାହିବା ଆଗରୁ ଚାଲିଯାନ୍ତି। କାହାକୁ କହିଲେ ମାରିଦେବାକୁ ଧମକ ଦିଅନ୍ତି। ଏପରି ଅମାନବୀୟ ଘଟଣା ଘଟିଛି ଢେଙ୍କାନାଳ ସଦର ଥାନା ଅଞ୍ଚଳରେ । ସଦର ପୋଲିସ ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ ବାନ୍ଧିଛି। ତେବେ ଯୁବତୀଙ୍କ ଘର ନ ଥିବାରୁ ସେହି ଗାଁର ଅଙ୍ଗନଓ୍ବାଡି କେନ୍ଦ୍ରରେ ବାପାଙ୍କ ସହ ରହିଆସୁଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!