Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଲଟି ପଡ଼ିଲା ଚୋରା କାଠ ବୋଝେଇ ପିକ୍‌ଅପ୍ ଭ୍ୟାନ୍

by ସଞ୍ଜୟ ସ୍ୱାଇଁ
September 10, 2024
in Accident, Crime, State
ଓଲଟି ପଡ଼ିଲା ଚୋରା କାଠ ବୋଝେଇ ପିକ୍‌ଅପ୍ ଭ୍ୟାନ୍
59
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ବନ ବିଭାଗକୁ ଚକମା ଦେଖାଇ ଖସି ଯାଉଥିଲା। ରାସ୍ତାକଡ଼କୁ ଓଲଟି ପଡ଼ିଲା ଚୋରା କାଠ ବୋଝେଇ ପିକ୍‌ଅପ୍ ଭ୍ୟାନ୍। ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ମଙ୍ଗଳପୁର ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ୩ ଜଣ ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇ ଫେରାର ହୋଇଯାଇଛନ୍ତି। ବନ ବିଭାଗ ପିକ୍‌ଅପ୍ ଭ୍ୟାନରୁ ଚୋରା କାଠ ଜବତ କରିଛି। ଯାହାର ଆନୁମାନିକମୂଲ୍ୟ ୫୦ ହଜାରରୁ ଅଧିକ ହେବ। ଗତକାଲି ବନ ବିଭାଗର ଏକ ଟିମ୍ ସହିଦନଗରର ବାରୁଅ ଅଞ୍ଚଳର କ୍ଷେତ୍ର ପରିଦର୍ଶନ କରି ସହିଦନଗର ରାସ୍ତା ଦେଇ ଧାମନଗରକୁ ଫେରୁଥିଲେ। ଏହି ସମୟରେ ଭଦ୍ରକ ପଟରୁ ଏକ ଚୋରା କାଠ ବୋଝେଇ ପିକ୍‌ଅପ୍ ଭ୍ୟାନ୍ ମଙ୍ଗଳପୁର ଦେଇ ଧାମନଗର ଆଡ଼କୁ ଦ୍ରୁତଗତିରେ ଆସୁଥିଲା। ଆନନ୍ଦ ବଜାର ନିକଟରେ ବନ ବିଭାଗ ଉକ୍ତ ଗାଡ଼ିକୁ ଅଟକାଇବାକୁ ଚେଷ୍ଟା କରିଥିଲା।ହେଲେ ଗାଡ଼ିଟି ଅଟକି ନଥିଲା। ବନ ବିଭାଗ କର୍ମଚାରୀ ଦେଖି ଖସି ଯିବାକୁ ଉଦ୍ୟମ କରିଥିଲା। ବନ ବିଭାଗ କର୍ମଚାରୀ ମଧ୍ୟ ଗାଡ଼ିଟିକୁ ପିଛା କରିଥିଲେ। ମଙ୍ଗଳପୁର ଛକ ପେଟ୍ରୋଲ ପମ୍ପ ନିକଟରେ ଗାଡ଼ିଟି ଧାମନଗର ଆଡ଼କୁ ବୁଲିବା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣା ପରେ ଗାଡ଼ିର ଡ୍ରାଇଭର ଓ ହେଲପର ସମେତ ୩ ଜଣ ଫେରାର ହୋଇଯାଇଥିଲେ। ବନ ବିଭାଗ ଚୋର କାଠକୁ ଜବତ କରି ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!