Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମିକାଙ୍କ ବାପାର ଟାଙ୍ଗିଆ ଚୋଟରେ ପ୍ରେମିକ ମୃତ, ପ୍ରେମିକା ଗୁରୁତର

by ସଞ୍ଜୟ ସ୍ୱାଇଁ
September 11, 2024
in Crime, State
ପ୍ରେମିକାଙ୍କ ବାପାର ଟାଙ୍ଗିଆ ଚୋଟରେ ପ୍ରେମିକ ମୃତ, ପ୍ରେମିକା ଗୁରୁତର
114
VIEWS
Share on FacebookShare on Twitter

କାଶୀପୁର, (ବାଘୁଆବାର୍ତ୍ତା): ପ୍ରେମୀଯୁଗଳଙ୍କୁ ହତ୍ୟା ଉଦ୍ୟମ । ପ୍ରେମିକ ମୃତ, ପ୍ରେମିକା ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡା ଜିଲ୍ଲା କାଶୀପୁରଥାନା ଅନ୍ତର୍ଗତ ଅଡାଯୋର ଗ୍ରାମ ନିକଟରେ।କାଶୀପୁର ବ୍ଳକ୍ ଅନ୍ତର୍ଗତ ଆଡାଯୋର୍ ପଞ୍ଚାୟତ ଅନ୍ତର୍ଗତ ଅଡାଟାକିରି ଗ୍ରାମର ମଙ୍ଗଲସିଂ ମାଝୀ ଅଡାଯୋର୍ ଗ୍ରାମର ଜଣେ ଯୁବତୀଙ୍କୁ ପ୍ରେମ କରୁଥିବା ଜାଣି ଯୁବତୀଙ୍କ ବାପା ବିଜୟ ମାଝୀ ନିଜ ଝିଅ ଲଳିତା ଓ ତାର ପ୍ରେମିକ ମଙ୍ଗଲସିଂଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥଲେ। ଫଳରେ ଘଟଣା ସ୍ଥଳରେ ମଙ୍ଗଲସିଂ ମାଝୀଙ୍କ ମୃତ୍ୟୁ ହୋଇଥିବାବେଳେ ଝିଅର ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। କାଶୀପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ସହ ଗୁରୁତର ଝିଅକୁ ଉଦ୍ଧାରକରି କାଶୀପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସ୍ବାସ୍ଥ୍ୟ ଅବସ୍ଥା ଗୁରୁତରଥିବାରୁ ଚିକିତ୍ସା କରୁଥିବା ଡାକ୍ତର ପ୍ରାଥମିକ ଚିକିତ୍ସାପରେ ରାୟଗଡା ଜିଲ୍ଲା ମୁଖ୍ୟଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି। ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!